ମନ୍ତ୍ରୀଙ୍କଠାରୁ ମିଳିଲା ପ୍ରତିଶ୍ରୁତି: ଚାଷୀ ଆନ୍ଦେଳନ ପ୍ରତ୍ୟାହୃତ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ପ୍ରତ୍ୟାହୃତ ହେଲା ସମ୍ବଲପୁର ଚାଷୀ ଆନ୍ଦୋଳନ। ଚାଷୀ ପ୍ରତିନିଧି ମିଟିଂରେ ଆଲୋଚନା ପରେ ଆନ୍ଦୋଳନ ପତ୍ୟାହାର ହେବା ନେଇ ଗୁରୁବାର ଆବାହକ ଅଶୋକ ପ୍ରଧାନ ଘୋଷଣା କରିଛନ୍ତି। ମନ୍ତ୍ରୀ ସୁଶାନ୍ତ ସିଂ, ବିଧାୟକ ରୋହିତ ପୂଜାରୀ ପ୍ରତିଶ୍ରୁତି ଦେବା ପରେ ଏହି ମିଟିଂ ବସିଥିଲା। ଏହା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ଟୋକନ୍‌ ନ ଥିଲେ ବି ଧାନ କିଣାଯିବ। ଧାନ ବିକ୍ରି ପାଇଁ କୌଣସି ସମୟ ସୀମା ଧାର୍ଯ୍ୟ କରାଯିବ ନାହିଁ। କେବଳ ହୀରାକୁଦ ଜଳସେଚିତ ଅଞ୍ଚଳର ଚାଷୀଙ୍କୁ ଏହି ସୁବିଧା ମିଳିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ଟୋକନ୍‌ ବ୍ୟବସ୍ଥାକୁ ବିରୋଧ ଏବଂ ବିଭିନ୍ନ ଦାବି ନେଇ ପଶ୍ଚିମ ଓଡ଼ିଶାର ଚାଷୀମାନେ ଆନ୍ଦୋଳନ ଜାରି ରଖିଥିଲେ। ଗୁରୁବାର ଅପରାହ୍ନରୁ ମଧ୍ୟ ଅନୁରୂପ ଭାବେ ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ଚାଷୀମାନେ ରାସ୍ତା ଉପରେ ଗାଡ଼ିରେ ଧାନବସ୍ତା ରଖି ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri