Posted inଜାତୀୟ

ମନ୍ତ୍ରୀପଦରୁ ଇସ୍ତଫା ଦେଲେ ସିଦ୍ଧୁ

ଚଣ୍ଡିଗଡ଼,୧୪।୭: କ୍ରିକେଟରରୁ ରାଜନେତା ହୋଇଥିବା କଂଗ୍ରେସର ନବଜୋତ ସିଂ ସିଦ୍ଧୁ ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି। ରବିବାର ଟୁଇଟ୍‌ କରି ସେ ଏହି ସୂଚନା ଦେଇଛନ୍ତି। ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସମ୍ବୋଧନ କରି ସେ ଯେଉଁ ଇସ୍ତଫା ପତ୍ର ଜୁନ୍‌ ୧୦ରେ ଲେଖିଥଲେ ତାକୁ ଟୁଇଟ୍‌ କରି ସେ ଏହା କହିଛନ୍ତି। ସୂଚନାଯୋଗ୍ୟ, ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ସହ ସିଦ୍ଧୁଙ୍କର ଲାଗି ରହିଥିବା ବିବାଦର ସମାଧାନ ନ ହେବାରୁ ସେ ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି। କିଛିଦିନ ହେବ ସିଦ୍ଧୁଙ୍କର ବିଭାଗ ପରିବର୍ତ୍ତନ କରାଯିବାରୁ ସେ ଏଥିରେ ଅସନ୍ତୁଷ୍ଟ ଥିଲେ। ଏମିତିକି ସେ କାର୍ଯ୍ୟରେ ଯୋଗ ଦେଉ ନ ଥିଲେ। ଏହାକୁ ନେଇ ସେ ବିରୋଧିଙ୍କ ଶିକାର ମଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ,…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri