ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କଲା ଭାଜପା ମହିଳା ମୋର୍ଚ୍ଚା

ବଲାଙ୍ଗୀର ଅଫିସ, ୨୦।୧୦: ମମିତା ମେହେର ଅପହରଣ ଓ ହତ୍ୟା ମାମଲାକୁ ନେଇ ଭାଜପା ମହିଳା ମୋର୍ଚ୍ଚା ଓ ଏଆଇଡିଏସଓ ପକ୍ଷରୁ ବୁଧବାର ବଲାଙ୍ଗୀର ଏସ୍‌ପି ଅଫିସ ଘେରାଉ କରାଯାଇଛି। ଏଥିରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରାଯାଇଛି । ଏହି ଘେରାଉ କାର୍ଯ୍ୟକ୍ରମରେ ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂ ଦେଓ, ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ଓ ଅନ୍ୟମାନେ ଉପସ୍ଥିତ ଥିଲେ । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ କୁଶପୁତ୍ତଳିକା ଦାହ କରାଯାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri