ମନ୍ଥର ଗତିରେ ଚାଲିଛି ପୋଲ କାର୍ଯ୍ୟ, ଦେଶୀଡଙ୍ଗାରେ ନଦୀ ପାର ହେଉଛନ୍ତି ଲୋକେ

ଭବାନୀପାଟଣା,୨୧।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବଡ଼ଚେରଗାଁ ଅଞ୍ଚଳର ଲୋକେ ଆଜି ବି ଦୈନନ୍ଦିନ କାର୍ଯ୍ୟ ପାଇଁ ଦେଶୀଡଙ୍ଗା ଉପରେ ଭରସା କରୁଛନ୍ତି। ଏହି ଅଞ୍ଚଳର ବଡ଼ଚେରଗାଁ, ଉଛୁଲା, ଚହକା, ନୂଆଗାଁ, ପଞ୍ଚାୟତର ହଜାର ହଜାର ଜନସାଧାରଣ ସ୍ବାସ୍ଥ୍ୟ ହେଉ ଅବା ନିତିଦିନିଆ କାମ ପାଇଁ ଜିଲା ସଦର ମହକୁମା ଭବାନୀପାଟଣା ଉପରେ ନିର୍ଭର କରନ୍ତି। କିନ୍ତୁ ଗରଗାବ ନିକଟରେ ଥିବା ଚିରସ୍ରୋତା ତେଲ ନଦୀ ମୁଖ୍ୟ ବାଧକ ସାଜୁଛି। ଉକ୍ତ ନଦୀରେ ପଡ଼ିଥିବା ଡଙ୍ଗାଟି ବହୁ ପରୁଣା ହୋଇଥିଲେ ମଧ୍ୟ ଅନ୍ୟ ଉପାୟ ନାହିଁ। ଅନ୍ୟ ରାସ୍ତା ଦେଇ ଗଲେ ଲୋକଙ୍କୁ ୫୦ କିମି ରାସ୍ତା ଅଧିକ ବୁଲି ଯିବାକୁ ପଡ଼ିଥାଏ। ତେଣୁ ଲୋକେ ଏହି ଡଙ୍ଗା ଉପରେ ହିଁ ନିର୍ଭର କରିଥାନ୍ତି। ବର୍ଷାଦିନେ ଉକ୍ତ ଡଙ୍ଗାରେ ନଦୀ ପାରି ହେବା ବହୁ କଷ୍ଟ। ତିନିବର୍ଷ ତଳୁ ବିଜୁ ସେତୁ ଯୋଜନାରେ ଗରଗାବ ନିକଟରେ ଏକ ପୋଲ ନିର୍ମାଣ କାମ ଆରମ୍ଭ ହୋଇଥିଲା। ହେଲେ କାମ ଅତି ମନ୍ଥର ଗତିରେ ଚାଲିଥିବାରୁ ତାହା କେବେ ସରିବ ବୋଲି ଲୋକେ ଆଶଙ୍କାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଅର୍ଣ୍ଣବ’ର ମୁକାବିଲା ପାଇଁ ପ୍ରସ୍ତୁତ ରାମନାଗୁଡ଼ା ବ୍ଲକ ପ୍ରଶାସନ: ୧୪ ଆଶ୍ରୟସ୍ଥଳୀ ପ୍ରସ୍ତୁତ

ଗୁଣପୁର, ୨୭।୧୦(ସୁଜାତା ପାଢ଼ୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ଏବଂ ଜିଲାରେ ସ୍ଥିତି ନିୟନ୍ତ୍ରଣ ପାଇଁ ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ…

ପୁଣି ମା’ ହେବେ ଅନୁଷ୍କା! ଭିଡିଓ ଭାଇରାଲ ପରେ ବଢିଲା…

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣିଥରେ ମା’ ହେବେ ବୋଲି ଗୁଜବ ଉଠିଛି। ଭାରତୀୟ କ୍ରିକେଟର୍‌ ତଥା ତାଙ୍କ ସ୍ବାମୀ ବିରାଟ କୋହଲିଙ୍କ ସହ ମୁମ୍ବାଇରେ ନଜର…

ଟି-୨୦ ନୂଆ ଇତିହାସ ଲେଖିଲା ଭାରତ: ଭାଙ୍ଗିଲା ଅନେକ ରେକର୍ଡ

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳର ଓପନର୍‌ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ଅନେକ…

ଉଗ୍ର ହେଲାଣି ଅର୍ଣ୍ଣବ: ଭୁବନେଶ୍ୱର-ପୁରୀରେ ୧୦୦ ଛୁଇଁବ ପବନ! ଆଜି ରାତିରେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ବଳ ଗୋଟାଉଛି ବାତ୍ୟା ଅର୍ଣ୍ଣବ। ଦ୍ରୁତ ଗତିରେ ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଅତିଭୀଷଣ ବାତ୍ୟା ରୂପ ନେଇ ମାଡ଼ି ଆସୁଛି ଅର୍ଣ୍ଣବ ।…

ଅଭିଷେକ ଶର୍ମାଙ୍କ ରେକର୍ଡ ବର୍ଷା: କୋହଲିଙ୍କୁ ପକାଇଲେ ପଛରେ, ମାତ୍ର ୩୫ ବଲ୍‌ରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନ୍‌ରେ ଖେଳାଯାଉଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମାଙ୍କ ବ୍ୟାଟ୍‌ରୁ ରନ ବର୍ଷା ହୋଇଛି। ନ୍ୟୁଜିଲାଣ୍ଡ ଭାରତ ସମ୍ମୁଖରେ ୧୯୯ ରନ୍‌ର…

ଅଭିଷେକ-ବୈଭବଙ୍କ ଝଡ଼ରେ ଧରାଶୟୀ ନ୍ୟୁଜିଲାଣ୍ଡ: ଭାରତର ଧମାକାଦାର ବିଜୟ

ୱେଲିଂଟନ୍‌,୨୭।୧୦: ୱେଲିଂଟନ୍‌ରେ ନ୍ୟୁଜିଲାଣ୍ଡର ୱେଲିଂଟନ୍‌ରେ ଭାରତୀୟ ବ୍ୟାଟରଙ୍କ ଧମାକାଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ…

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ରେ ଅଘଟଣ: ଏମିତି କିଛି ଘଟିଲା ଆଖି ବନ୍ଦ କରିଦେଲେ ବ୍ୟାଟର୍‌, ସମସ୍ତେ ଆଶ୍ଚର୍ଯ୍ୟ

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚ ଚାଲିଥିବା ବେଳେ ଏକ ବଡ଼ ଅଘଟଣ ଅଳ୍ପକେ ଟଳିଯାଇଛି। ନ୍ୟୁଜିଲାଣ୍ଡର ବ୍ୟାଟର୍‌ ଡାରିଲ ମିଚେଲଙ୍କ ଏକ…

ଅର୍ଶଦୀପଙ୍କ ବିଶ୍ୱରେକର୍ଡ: ନ୍ୟୁଜିଲାଣ୍ଡ ବିପକ୍ଷରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଟି-୨୦ ସିରିଜ୍‌ର ତୃତୀୟ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଅର୍ଶଦୀପ ସିଂହ ଏକ ବଡ଼ ରେକର୍ଡ ନିଜ ନାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?