ମନ୍ଦିରକୁ ବିଦ୍ୟୁତ୍‌ ସଂଯୋଗ କରିବାକୁ ଯାଇଥିଲେ: ଜୀବନ ଗଲା

ବରଗଡ଼ ଅଫିସ୍‌,୨୩।୪: ବରଗଡ଼ ବ୍ଲକ ଖଣ୍ଡହଥା ନିକଟ ନୂଆଗଡ଼ ଗ୍ରାମରେ ବିଦ୍ୟୁତ ଆଘାତରେ ଗୁରୁବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଏହି ଗ୍ରାମର ଅନିଲ ସାହୁ। ସେ ଗାଁ ପାଖ ତେଲିଟିକ୍ରାରେ ରହିଥିବା ଏକ ମନ୍ଦିରକୁ ବିଦ୍ୟୁତ୍‌ ସଂଯୋଗ କରିବାକୁ ଯାଇଥିବାବେଳେ ଏହି ଅଘଟଣ ଘଟିଥିଲା । ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆଣିଥିଲେ । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକୋ କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳକୁ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?