Posted inଜାତୀୟ

ମନ୍ଦିରରେ ଦଳାଚକଟା: ୭ ମୃତ

ତ୍ରିଚି,୨୨ା୪: ତାମିଲନାଡୁର ତ୍ରିଚି ଜିଲାରେ ଥିବା କାରୁପାସ୍ବାମୀ ମନ୍ଦିରରେ ରବିବାର ଦଳାଚକଟା ଘଟି ୪ ମହିଳାଙ୍କ ସମେତ ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ୧୦ରୁ ଊର୍ଦ୍ଧ୍ୱ ଆହତଙ୍କୁ ଥୁରାୟୁରସ୍ଥିତ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚୈତ୍ର ପୂର୍ଣ୍ଣିମା ଅବସରରେ ପୂଜାର୍ଚ୍ଚନା ପାଇଁ ମନ୍ଦିରରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିଲା। ମନ୍ଦିର ପୂଜକଙ୍କଠାରୁ ଟଙ୍କିକିଆ ମୁଦ୍ରା ସଂଗ୍ରହ ଲାଗି ଠେଲାପେଲାରୁ ଦଳାଚକଟା ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିବା ସହ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହୟତା ରାଶି ଦେବାକୁ ଘୋଷଣା କରିଛନ୍ତି। ପ୍ରକାଶ ଯେ ଚୈତ୍ରପୂର୍ଣ୍ଣିମାରେ ମନ୍ଦିର ହୁଣ୍ଡିରୁ ବାହାରିଥିବା ମୁଦ୍ରା ପୂଜକଙ୍କଠାରୁ ନେଇ ଘରେ ରଖିଲେ ଧନସମ୍ପତ୍ତି ବଢ଼ିଥାଏ ବୋଲି ଲୋକଙ୍କ ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରୟ ଏବଂ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri