ମନ୍ଦିରାଙ୍କ ଫିଟ୍‌ର ରାଜ୍‌

ଫ୍ୟାଶନ ଡିଜାଇନର ତଥା ଅଭିନେତ୍ରୀ ମନ୍ଦିରା ବେଦୀ ୪୭ ବର୍ଷ ବୟସରେ ପୂରା ଫିଟ୍‌ ଲାଗୁଛନ୍ତି। ଜଣେ ଉପସ୍ଥାପିକା ଭାବେ ବି ବେଶ୍‌ ସକ୍ରିୟ ଜଣାପଡନ୍ତି। ଫିଟ୍‌ନେସ ଲାଗି ମନ୍ଦିରା ହୋଟେଲ୍‌ ରୁମ୍‌ରେ ବହୁତ କମ୍‌ ଜାଗାରେ ୫-୪-୩-୨-୧ ଧାରାେରେ ଏନର୍ଜି ଲେଭଲ୍‌ ଓ ମୁଡ୍‌କୁ ନେଇ ବ୍ୟାୟାମ କରନ୍ତି। ପାଞ୍ଚ ମିନିଟ ସ୍କ୍ବାଟ୍‌, ୪ ମିନିଟ୍‌ ଜମ୍ପିଂ ଜ୍ୟାକ୍ସ,୩ ମିନିଟ୍‌ ଗ୍ଲୁଟେ ବ୍ରିଜସ୍‌,୨ ମିନିଟ୍‌ ଡବଲ୍‌ କ୍ରଞ୍ଜେସ୍‌ ଓ ୧ ମିନିଟ୍‌ ଫୁଲ୍‌ ବ୍ରୁପି( ପୁସ୍‌-ଅପ୍‌ ସହ) ୧୫ ମିନିଟ୍‌ ବ୍ୟାୟାମ କରିଥାନ୍ତି। ବିନା ବ୍ରେକ୍‌ରେ ଏହି ଧାରାରେ ତିନିଥର ରିପିଟ୍‌ କରି ପୂରା ୪୫ ମିନିଟ୍‌ ବ୍ୟାୟାମ କରନ୍ତି। ମନ୍ଦିରା ସୁଇମିଂ ଓ ରନିଂକୁ ମଧ୍ୟ ଭଲ ପାଆନ୍ତି। ଯେତେବେଳେ ତାଙ୍କ ପାଦରେ ଆଘାତ ଲାଗିଥିଲା ସେତେବେଳେ ସେ ବିଶ୍ରାମ ନେଇ ନ ଥିଲେ । ଏହା ଭଲ ହେବାକୁ ଦୁଇ ମାସ ଲାଗିଯାଇଥିଲା ଓ ସେହିି ସମୟରେ ସେ ୨୫ ମିଟର ସୁଇମିଂ ପୁଲ୍‌ରେ ୫୦ ଥର ପହଁରୁଥିଲେ। ଟ୍ରାଭେଲ୍‌ କରିବାବେଳେ ଜିମ୍‌ ନ ଥିବା ହୋଟେଲରେ ରହିଲେ ମନ୍ଦିରା ବାହାରକୁ ଦୌଡିବା ଲାଗି ବାହାରି ପଡ଼ନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri