ମନ୍ଦିର, ବିବାହ ମଣ୍ଡପ, ମୁଖ୍ୟମନ୍ତ୍ରୀଙ୍କ ଘରୁ ଫୁଲ ସଂଗ୍ରହ କରି ମହିଳା ତିଆରି କରିଛନ୍ତି ପ୍ରାକୃତିକ ରଙ୍ଗ

ରାୟପୁର,୮।୩: ଛତିଶଗଡ଼ ସରକାରଙ୍କ ‘ବିହାନ’ ଯୋଜନାରେ ସେରିଖେଡିଠାରେ ଥିବା ଏକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ହୋଲି ପର୍ବ ପାଇଁ ଫୁଲରେ ତିଆରି କରିଛନ୍ତି ପ୍ରାକୃତିକ ରଙ୍ଗ। ଏମାନେ ଏସବୁ ଫୁଲ ମନ୍ଦିର, ବିବାହ ମଣ୍ଡପ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଘରେ ବ୍ୟବହାର ହୋଇସାରିଥିବା ଫୁଲକୁ ସଂଗ୍ରହ କରି ତିଆରି କରିଥିବା କୁହନ୍ତି। ଉଜାଲା ନାମକ ଏହି ସ୍ବୟଂ ସହାୟକ ଗୋଷ୍ଠୀର ଜଣେ ସଦସ୍ୟ ସକାଳ ୯ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ ଏହି ଫୁଲରୁ ପାଖାପାଖି ୩ କିଲୋଗ୍ରାମ ରଙ୍ଗ ତିଆରି କରନ୍ତି ବୋଲି କହିଛନ୍ତି। ମନ୍ଦିର, ବିବାହ ମଣ୍ଡପ, ମୁଖ୍ୟମନ୍ତ୍ରୀଙ୍କ ଘର ଓ ସରକାରୀ କାର୍ଯ୍ୟକ୍ରମରେ ବ୍ୟବହାର କରାଯାଇଥିବା ଫୁଲ ଓ ଏହାର ପତ୍ରକୁ ଶୁଖାଇ ମେଶିନରେ ପ୍ରୋସେସିଂ କରି ଏହି ରଙ୍ଗ ପ୍ରସ୍ତୁତ କରାଯାଉଛି। ୩ମାସ ପୂର୍ବରୁ ଏହି କାମ ଆରମ୍ଭ କରାଯାଇଥିବା ବେଳେ ଏବେ ପ୍ରତିଦିନ ପ୍ରାୟ ସମସ୍ତେ ମିଶି ପ୍ରତିଦିନ ଏହିପରି ୨୦-୨୫ କିଲୋଗ୍ରାମ ରଙ୍ଗ ତିଆରି କରୁଥିବାରୁ ଏହା ବେଶ୍‌ ଲାଭଦାୟକ ବ୍ୟବସାୟ ବୋଲି ଜଣାପଡିଛି। ପଞ୍ଚାୟତ ଓ ଜିଲା ପ୍ରଶାସନର ସହାୟତାରେ ସେମାନେ ଏହି ରଙ୍ଗ ତିଆରି କରୁଛନ୍ତି। ଏହା କେବଳ ରାୟପୁର ବା ଛତିଶଗଡ଼ ନୁହେଁ ଦେଶର ବିଭିନ୍ନ ଭାଗକୁ ପଠାଯାଉଛି। ଏହାର ଚାହିଦା ମଧ୍ୟ ରହିଛି। ଫୁଲତୋଡାରେ ଆସୁଥିବା କପଡା ଅବା ପ୍ଲାଷ୍ଟିକକୁ ସାବୁନ ପ୍ୟାକିଂରେ ବ୍ୟବହାର କରାଯାଉଛି। ଗତବର୍ଷ ମଧ୍ୟ ଏହି ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ଦିପାବଳୀ ସମୟରେ ମାଟି ଓ ଗୋବରରେ ତିଆରି ଦୀପର ଚାହିଦା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri