Posted inଜାତୀୟ

‘ମନ୍ଦିର ଲାଗି ନୂଆ ଟ୍ରଷ୍ଟର ଆବଶ୍ୟକତା ନାହିଁ’

ଅଯୋଧ୍ୟା, ୧୪ା୧୧ : ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ସରକାର ନୂଆ ଟ୍ରଷ୍ଟ ଗଠନ କରିବାର ଆବଶ୍ୟକତା ନାହିଁ ବୋଲି ରାମ ଜନ୍ମଭୂମି ନ୍ୟାସ ମୁଖ୍ୟ ମହନ୍ତ ନୃତ୍ୟଗୋପାଳ ଦାଶ ବୁଧବାର ପ୍ରକାଶ କରିଛନ୍ତି। ବିଶ୍ୱହିନ୍ଦୁ ପରିଷଦ ଦ୍ୱାରା ପରିଚାଳିତ ରାମ ଜନ୍ମଭୂମି ନ୍ୟାସ ଏବେ କାର୍ଯ୍ୟକ୍ଷମ ରହିଛି। ଏଥିରେ କେତେକ ନୂଆ ସଦସ୍ୟଙ୍କୁ ନେଇ ନୂତନତ୍ୱ ପ୍ରଦାନ କରିବାକୁ ସେ ମତ ଦେଇଛନ୍ତି। ହେଲେ ରାମ ଜନ୍ମଭୂମି ସହ ଜଡ଼ିତ ଥିବା ଦିଗମ୍ବର ଆଖଡ଼ା ମୁଖ୍ୟ ମହନ୍ତ ସୁରେଶ ଦାଶ ଭିନ୍ନ ମତ ଦେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ କେନ୍ଦ୍ର ସରକାର ନୂଆ ଟ୍ରଷ୍ଟ ଗଠନ କରିବା ଦରକାର ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri