Posted inଫୁରସତ

ମନ୍ଦିର ସମ୍ମୁଖରେ ରହିଛି ମଶାଲ ଧରିଥିବା ମୂଷା…

ପୃଥିବୀର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଢ଼ଙ୍ଗରେ ନୂଆବର୍ଷ ପାଳିତ ହୋଇଥାଏ। ଚଳିତ ୨୦୨୦ ବର୍ଷ ପାଳନ ପାଇଁ ଜାପାନରେ ଏକ ମନ୍ଦିର ସମ୍ମୁଖରେ ହାତରେ ମଶାଲ ଧରିଥିବା ମୂଷାର ପ୍ରତିମୂର୍ତ୍ତି ନିର୍ମାଣ କରାଯାଇଛି। ଜାପାନରେ ଲୋକଙ୍କ ବିଶ୍ୱାସ ମୂଷା ହେଉଛି ୨୦୨୦ ବର୍ଷ ପାଇଁ ରାଶି ଚିହ୍ନ। ପଶ୍ଚିମ ଜାପାନର ମିସାଟୋ ସହରରେ ନିର୍ମିତ ହୋଇଥିବା ଏହି ମୂଷା ପ୍ରତିମୂର୍ତ୍ତିର ଉଚ୍ଚତା ୩ ମିଟର। ଏହାର ନିର୍ମାଣ ପାଇଁ ଏକ ମାସ ଲାଗିଛି। ଏହାକୁ ତତ୍‌ସୁମିଜୁ ଶ୍ରାଇନ୍‌ ବାହାରେ ନିର୍ର୍ମିତ ହୋଇଛି। ଏହାକୁ ଫେବୃୟାରୀ ଶେଷ ପର୍ଯ୍ୟନ୍ତ ଏଠାରେ ରଖାଯିବ ବୋଲି ତତ୍‌ସୁମିଜୁ ଶ୍ରାଇନ୍‌ ପକ୍ଷରୁ କିମିୟୋ ମସୁଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

ସରକାରଙ୍କ ବଡ଼ ପ୍ଲାନ! ଖୁବଶୀଘ୍ର ବଦଳିବାକୁ ଯାଉଛି ପେଟ୍ରୋଲ ପକାଇବାର ନିୟମ…

ନୂଆଦିଲ୍ଲୀ,୨୮।୫: ଭାରତରେ ପେଟ୍ରୋଲ ପମ୍ପର ଗ୍ରାହକମାନେ ଖୁବ ଶୀଘ୍ର ବିଭିନ୍ନ ପ୍ରକାରର ଇଥାନଲ-ମିଶ୍ରିତ ପେଟ୍ରୋଲ ବାଛିବାର ବିକଳ୍ପ ପାଇପାରିବେ, ଯାହା ସେମାନଙ୍କର ର୍ନିଦ୍ଦିଷ୍ଟ ଯାନ ପାଇଁ ଉପଯୁକ୍ତ।…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri