ମନ୍‌ସୁନ୍‌ କେୟାର୍‌…

ବର୍ଷାଦିନେ ଅନେକଙ୍କଠାରେତ୍ୱଚା ଏବଂ କେଶର ଜତ୍ନକୁ ନେଇ ଚିନ୍ତା ବଢ଼ିଯାଏ । କାରଣ ଦୀର୍ଘ ସମୟ ଓଦା ପାଗରେ ରହିବା କିମ୍ବା ବର୍ଷାପାଣି ସଂସ୍ପର୍ଶରେ ଆସିବା ଦ୍ୱାରା ବ୍ୟାକ୍ଟେରିଆଲ୍‌ ଏବଂ ଫଙ୍ଗାଲ୍‌ ଇନ୍‌ଫେକ୍ସନ ହେବାର ଆଶଙ୍କା ବଢ଼ିଯାଏ। ତେବେ ଏଭଳି ସମସ୍ୟାଠାରୁ ଦୂରେଇ ରହିବା ସହ ସୌନ୍ଦର୍ଯ୍ୟ ବୃଦ୍ଧି ନିମନ୍ତେ କେତେକ ପ୍ରାକୃତିକ ତେଲର ବ୍ୟବହାର ଏଦିନେ ବେଶ୍‌ ଲାଭଦାୟକ…

ଟି ଟ୍ରି ଅଏଲ୍‌: ଏହି ତେଲ ବ୍ରଣ, ଦାଗ ଆଦି ସମସ୍ୟା ଦୂର କରିବାରେ ଯେତିକି ସାହାଯ୍ୟ କରେ କେଶକୁ ମଜଭୁତ କରିବାରେ ମଧ୍ୟ ସେତିକି ସାହାଯ୍ୟ କରିଥାଏ। ଏହାକୁ କେଶରେ ଲଗାଇବା ଦ୍ୱାରା ରୁପି ଏବଂ କେଶ ଝଡ଼ିବା ସମସ୍ୟା କମ୍‌ ହୋଇଥାଏ। ଏହାକୁ ଅଧିକ ଫଳପ୍ରଦ କରିବା ଲାଗି ଏଥିରେ କିଛି ବୁନ୍ଦା ଜୋଜୋବା ଅଏଲ୍‌ ମଧ୍ୟ ମିଶାଇ ପାରିବେ।
କଶ୍ମୀର ଲାବେଣ୍ଡର ଅଏଲ୍‌: ଏହି ତେଲରେ ଭରିରହିଛି ଉଭୟ ଆଣ୍ଟିଫଙ୍ଗାଲ ଏବଂ ଆଣ୍ଟିବ୍ୟାକ୍ଟେରିଆଲ୍‌ ଗୁଣ; ଯାହାକି ବିଭିନ୍ନ ତ୍ୱଚା ସମ୍ବନ୍ଧୀୟ ସମସ୍ୟା ଦୂର କରିବାରେ ସାହାଯ୍ୟ କରିଥାଏ। ଏହାର ମିଠା ସୁଗନ୍ଧ ମୁଡ଼ ଫ୍ରେସ୍‌ ରଖିବାରେ ସାହାଯ୍ୟ କରିଥାଏ। ଏହାକୁ ସେରମ୍‌, ଫେସ୍‌ ଅଏଲ୍‌, କ୍ରିମ୍‌ରେ ଏହି ତେଲ କିଛି ବୁନ୍ଦା ମିଶାଇ ଲଗାଇବା ଦ୍ୱାରା କଳା ଦାଗ, ଛାଇ ଦାଗ ଦୂର କରି ତ୍ୱଚାକୁ ସୁନ୍ଦର ଏବଂ ଗ୍ଲୋଇଙ୍ଗ୍‌ କରିବାରେ ସାହାଯ୍ୟ କରେ।
ପୋମୋଗ୍ରାନେଟ୍‌ ଅଏଲ୍‌: ବର୍ଷାଦିନେ ଅନେକଙ୍କ କେଶ ବାରମ୍ବାର ପାଣି ସଂସ୍ପର୍ଶରେ ଆସିବା ଯୋଗୁ ଶୁଷ୍କ ଲାଗିବା ସହ ଏହାର ଚମକ କମିଯାଏ। ଏମିତିରେ ଏହି ତେଲ ଆପଣଙ୍କ ଲାଗି ବେଶ୍‌ ଉପକାରୀ ହୋଇପାରିବ। ଏହାକୁ ଅଙ୍ଗୁଳି ଟିପ ସାହାଯ୍ୟରେ କେଶ ମୂଳରେ ଲଗାଇ ଧୀରେ ଧୀରେ ମସାଜ କରନ୍ତୁ। ତେଲ କେଶ ମୂଳରେ ଭଲ ଭାବେ ଭେଦିଗଲେ ମୂଳରୁ ଅଗ୍ରଭାଗ ପର୍ଯ୍ୟନ୍ତ ଭଲ ଭାବେ ଲଗାଇ ଦିଅନ୍ତୁ। ମନେ ରଖନ୍ତୁ, ତେଲକୁ କେଶରେ ଲଗାଇ ଆଦୌ ରଗଡ଼ନ୍ତୁ ନାହିଁ। ସେହିପରି ତ୍ୱଚାକୁ କୋମଳ, ବେଦାଗ ଏବଂ ଗ୍ଲୋଇଙ୍ଗ କରିବା ଲାଗି ଏହି ତେଲର କିଛି ବୁନ୍ଦା ନେଇ ଦୁଇ ପାପୁଲିରେ ଭଲ ଭାବେ ଘଷନ୍ତୁ ଏବଂ ତେଲ ଗରମ ଲାଗିଲେ ଏହାକୁ ମୁହଁରେ ସର୍କୁଲାର୍‌ ମୋଶନ୍‌ରେ ହାଲୁକା ମସାଜ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri