ମନ ମୋହିଲା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ

କଟକ ଅଫିସ, ୨୧।୧୧: ବାଲିଯାତ୍ରାର ଅନ୍ତିମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚ ଓ ମହାନଦୀ ମଞ୍ଚରେ ଓଡ଼ିିଶାର ସଂସ୍କୃତି, ପରମ୍ପରା ଓ ଐତିହ୍ୟକୁ ନେଇ ବିଭିନ୍ନ ନୃତ୍ୟ ଓ ଗୀତ ପରିବେଷଣ କରାଯାଇଥିଲା। ଲୋକେ ଏହି କାର୍ଯ୍ୟକ୍ରମର ମଜା ଉଠାଇଥିଲେ। ପ୍ରଥମେ କଳା ଓ କଳାକାର ଅନୁଷ୍ଠାନ ପକ୍ଷରୁ ଓଡ଼ିିଶୀ ନୃତ୍ୟ ପରିବେଷଣ ହୋଇଥିଲା। ଶ୍ରୀ ଶ୍ରୀ ୟୁନିଭର୍ସିଟି ଛାତ୍ରୀଛାତ୍ରମାନେ ମହିଷାସୁର ବଧ ପରିବେଷଣ କରି ପ୍ରଶଂସା ସାଉଁଟିଥିଲେ। ଅମୃତ ଲୋକନୃତ୍ୟ କଳାକାରମାନେ ଡାଲଖାଇ ଗୀତରେ ପାରମ୍ପରିକ ନୃତ୍ୟ ଏବଂ ଅନ୍ୟ ନୃତ୍ୟ ପରିବେଷଣ କରିଥିଲେ। ସେହିପରି ମହାନଦୀ ମଞ୍ଚରେ ଓଡ଼ିିଶୀ, ସମ୍ବଲପୁରୀ, ଆଦିବାସୀ ନୃତ୍ୟ ସମେତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆସର ଜମିଥିଲା। ଏଥିରେ ଓଡ଼ିିଆ ଚଳଚ୍ଚିତ୍ର ଅଭିନେତା ସବ୍ୟସାଚୀ ମିଶ୍ର ଯୋଗଦେଇଥିଲେ। ମଞ୍ଚରେ ସମସ୍ତ କଳାକାରଙ୍କୁ ସମ୍ମାନିତ କରାଯାଇଥିଲା। ମୁଖ୍ୟଅତିଥି ଭାବେ ଶକ୍ତିମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ର ଯୋଗଦେଇଥିଲେ। ଜିଲାପାଳ ଭବାନୀ ଶଙ୍କର ଚୟନୀ, ଉପଜିଲାପାଳ ଶୁଭ୍ରାଂଶୁ ମିଶ୍ର, ଅତିରିକ୍ତ ତହସିଲଦାର ଅନୁଜା ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧକଲେ ନବୀନ ‘ରାଜାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ’

ଭୁବନେଶ୍ୱର,୨୪।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri