ମନ ମୋହିଲା ୨୨ ହାତୀଙ୍କ ଜଳକ୍ରୀଡ଼ା

ପାଟଣା, ୫।୯(ସ୍ବ. ପ୍ର.):କେନ୍ଦୁଝର ଜିଲା ପାଟଣା ରେଞ୍ଜ୍‌ରେ ୨୨ ଟିକିଆ ବଣୁଆ ହାତୀପଲ ଏକ ସପ୍ତାହ ଧରି ଉପଦ୍ରବ ଜାରି ରଖି ୬ରୁ ଉଦ୍ଧର୍‌ବଗରିବ ଲୋକଙ୍କ ଘର ଭାଙ୍ଗିବା ସହ ବ୍ୟାପକ ଧାନ, ବୋଇତାଳୁ ଓ ମକ୍କା ଫସଲ ନଷ୍ଟ କରିଛନ୍ତି। ଫଳରେ ହାତୀପଲଙ୍କ ଉପଦ୍ରବରେ ଅଞ୍ଚଳ ବାସୀ ଭୟଭୀତ ହୋଇପଡ଼ିଥିଲେ। ରବିବାର ଉକ୍ତ ହାତୀପଲଙ୍କ ଜଳକ୍ରୀଡ଼ା ଲୋକ ଙ୍କ ମନ ମୋହିଛି। ହାତୀପଲ ପୁରୁଣାପାଣି ନୂଆଗାଁ ନିକଟରେ ଥିବା ଏକ ନଦୀରେ ରବିବାର ଜଳକ୍ରୀଡ଼ା କରୁଥିବା ଦୃଶ୍ୟ ମନୋରମ ହୋଇଥିବା ବେଳେ ଏହି ଦୃଶ୍ୟ ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏକ ସପ୍ତାହ ଧରି ହାତୀପଲ ପାଟଣା ରେଞ୍ଜ୍‌ରେ ଉପଦ୍ରବ କରି ଶନିବାର ସକାଳୁ ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ୍‌କୁ ପ୍ରବେଶ କରିଛନ୍ତି। ହାତୀପଲଙ୍କ ଜଳକ୍ରୀଡ଼ା ଦେଖିବାକୁ ନଦୀକୂଳ ଲୋକାରଣ୍ୟ ହୋଇଥିଲା। ବନବିଭାଗ କର୍ମଚାରୀଙ୍କୁ ଲୋକଙ୍କୁ ଘଉଡ଼ାଇବା ପାଇଁ ନାକେଦମ ହେବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri