ମମିତା ହତ୍ୟା ଘଟଣାରେ ତଦନ୍ତ ଦିଗହରା: ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବହିଷ୍କାର ଦାବି

ବଲାଙ୍ଗୀର ଅଫିସ,୨୬।୧୦: ରାଜ୍ୟ ଭାଜପା ପ୍ରତିନିଧି ଦଳ ମଙ୍ଗଳବାର ମମିତା ମେହେରଙ୍କ ପରିବାରବର୍ଗଙ୍କୁ ଭେଟିଛନ୍ତି। ଏହି ଦଳ ବଲାଙ୍ଗୀର ଜିଲାର ଝରଣୀ ଗାଁରେ ପହଞ୍ଚିବା ପରେ ମୃତା ମମିତାଙ୍କ ମା’, ବାପା ଓ ଅନ୍ୟମାନଙ୍କୁ ସମବେଦନା ଜଣାଇଥିଲେ। ଏହି ଘଟଣାର ତଦନ୍ତ ଦିଗହରା ହେଉଛି ଓ ଅନ୍ୟ ଅଭିଯୁକ୍ତଙ୍କୁ ଖସାଇବାକୁ ପୋଲିସ ଉଦ୍ୟମ କରୁଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଥିଲା । ଉକ୍ତ ଦଳରେ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି, ସ୍ଥାନୀୟ ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପୂର୍ବତନ ଡିଜି ପ୍ରକାଶ ମିଶ୍ର, ପିତାମ୍ବର ଆଚାର୍ଯ୍ୟ ଓ ଅନ୍ୟମାନେ ସାମିଲ ଥିଲେ । ଏହି ମାମଲାରେ ସମ୍ପୃକ୍ତ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri