ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର: ବୁଡ଼ିଯିବାରୁ ଅଳ୍ପକେ ବର୍ତ୍ତିଲେ ୩ ବଙ୍ଗୀୟ ଯୁବକ

ପୁରୀ ଅଫିସ,୧୬।୧୦: ଏବେ ମରଣଯନ୍ତା ପାଲଟିଛି ପୁରୀ ସମୁଦ୍ର। ପ୍ରଶାସନର ଅବହେଳା ଯୋଗୁ ସମୁଦ୍ରରେ ଗାଧୋଇ ପର୍ଯ୍ୟଟକମାନେ ଅକାଳରେ ପ୍ରାଣ ହରାଉଛନ୍ତି। ଅନେକ ପର୍ଯ୍ୟଟକ ଆହତ ମଧ୍ୟ ହେଉଛନ୍ତି।
ପୁଣି ସେମିତି ଏକ ଘଟଣା ବୁଧବାର ଦେଖିବାକୁ ମିଳିଛି। ସମୁଦ୍ରରେ ୩ ବଙ୍ଗୀୟ ପର୍ଯ୍ୟଟକ ଗାଧୋଉଥିବା ବେଳେ ବୁଡିଯାଇଥିଲେ। ଖବର ପାଇ ସେଠାରେ ଉପସ୍ଥିତ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେମାନେ ହେଲେ ପଶ୍ଚିମବଙ୍ଗ ମୁର୍ଶିଦାବାଦର ସରସ୍ବତୀ ବାନାର୍ଜୀ, ଦେଦ୍ୟୁତି ବାନାର୍ଜୀ ଓ ପ୍ରବାହ ଚକଳଦର।
ସୂଚନାଯୋଗ୍ୟ, ମଙ୍ଗଳବାର ହୋଟେଲ ଶଙ୍କୁନ୍ତଳା ସମ୍ମୁଖରେ ସ୍ନାନ କରୁଥିବା ବେଳେ ଉତ୍ତରପ୍ରଦେଶର ୨ ଯୁବକ ଭାସିଯାଇଥିଲେ। ବୁଧବାର ସେମାନଙ୍କ ପରିବାର ଲୋକେ ପହଞ୍ଚି ସମୁଦ୍ର କୂଳ ଥାନାରେ ଅଭିଯୋଗ କରିଛନ୍ତି । ଅଗ୍ନିଶମ କର୍ମଚାରୀ ନୂଆ ନଈଠାରେ ଖୋଜାଖୋଜି ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri