‘ମରନେ ଭି ଦୋ ୟାରୋ’ର ଆଉ ଏକ ପୋଷ୍ଟର ରିଲିଜ୍‌

ମୁମ୍ବାଇ: ଦ କପିଲ ଶର୍ମା ଶୋ’ର ଆକର୍ଷଣ ସାଜିଥିବା କ୍ରିଷ୍ଣା ଅଭିଶେକଙ୍କ ଅଭିନୀତ ଫିଲ୍ମ ‘ମରନେ ଭି ଦୋ ୟାରୋ’ର ଆଉ ଏକ ପୋଷ୍ଟର ରିଲିଜ୍‌ ହୋଇଛି। ନିକଟରେ ଏହାର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଥିବା ବେଳେ ଦର୍ଶକେ ଏହାକୁ ବେଶ୍‌ ପସନ୍ଦ କରିଥିଲେ। ଦ୍ୱିତୀୟ ପୋଷ୍ଟରରେ କ୍ରିଷ୍ଣା ଅଭିଶେକଙ୍କ ସହ ବଲିଉଡ୍‌ରେ ଡେବ୍ୟୁ କରୁଥିବା ରୁଷଭ ଚୌହାନ ନଜର ଆସିଛନ୍ତି। ଆସନ୍ତା ୨୯ ତାରିଖରେ ଫିଲ୍ମର ଟ୍ରେଲର୍‌ ରିଲିଜ୍‌ ହେବ ବୋଲି ନିର୍ମାତା ସୂଚନା ଦେଇଛନ୍ତି। ଏହି ଫିଲ୍ମ ମାଧ୍ୟମରେ ଅଭିନେତ୍ରୀ କଶ୍ମୀରା ଶାହ ନିର୍ଦ୍ଦେଶନା ଦୁନିଆରେ ପାଦ ରଖିଛନ୍ତି। କଶ୍ମୀରା ହେଉଛନ୍ତି କ୍ରିଷ୍ଣାଙ୍କ ସ୍ତ୍ରୀ। ସେ କହିଛନ୍ତି ପରଦାରେ କ୍ରିଷ୍ଣା ଦର୍ଶକଙ୍କୁ ହସାନ୍ତି ସତ ହେଲେ ମୁଁ ଘରେ ସମସ୍ତଙ୍କୁ ବେଶି ହସାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri