ମରାମତି ହେଉନି ପାଇପ୍‌ ଲାଇନ୍‌:ବରିଡିହି ଗ୍ରାମବାସୀ ପାନୀୟ ଜଳରୁ ବଞ୍ଚିତ

ଖଣ୍ଡପଡ଼ା,୩୦ା୮(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରାଣୀପଡ଼ା ପଞ୍ଚାୟତସ୍ଥ ବିରିଡିହିରେ ଗତ ଏକ ମାସ ଧରି ପାଇପ୍‌ ଲାଇନ୍‌ ଖରାପ ହୋଇଯାଇଛି। ତେଣୁ ସମ୍ପ୍ରତି ବର୍ଷାଋତୁ ସମୟରେ ମଧ୍ୟ ଏହି ଗ୍ରାମବାସୀ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି ା ପ୍ରକାଶ ଯେ, ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପମ୍ପ ହାଉସରୁ ବିରିଡିହି ଗ୍ରାମକୁ ମାଟି ତଳେ ତଳେ ଏହି ପାଇପ୍‌ ଲାଇନ ସଂଯୋଗ ହୋଇଛି ା ତେବେ ପାଇପ୍‌ରେ ଦୀର୍ଘ ଏକମାସ ହେବ ଫାଟ ସୃଷ୍ଟି ହୋଇଥିବାରୁ ଏହାର ମରାମତି କାର୍ଯ୍ୟ ଆରମ୍ଭ କରାଯାଇ ଥିଲେ ମଧ୍ୟ ଅଧାପନ୍ତରିଆ ଅବସ୍ଥାରେ ରଖାଯାଇଛି ା ତେଣୁ ପାନୀୟ ଜଳ ନ ପାଇ ଏ ସମ୍ପର୍କରେ ଗ୍ରାମବାସୀ ପଞ୍ଚାୟତ କର୍ତ୍ତୃପକ୍ଷ ଓ ବ୍ଲକ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ କରିଛନ୍ତି ା ବାଧ୍ୟ ହୋଇ କୂଅ, ପୋଖରୀର ଦୂଷିତ ପାଣିକୁ ପାନୀୟ ଜଳ ଭାବେ ଲୋକେ ବ୍ୟବହାର କରୁଛନ୍ତି। ପାଇପ୍‌ ଲାଇନ୍‌ ମରାମତି କାର୍ଯ୍ୟ ତୁରନ୍ତ ଶେଷ କରି ଗ୍ରାମବାସୀଙ୍କୁ ଷ୍ଟାଣ୍ଡପୋଷ୍ଟ ଯୋଗେ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ା ଗ୍ରାମବାସୀ ଖଣ୍ଡପଡ଼ା ବିଡିଓ, ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଏବଂ ରାଣୀପଡ଼ା ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଏଥିପ୍ରତି ଦୃଷ୍ଟି ଆକର୍ଷଣ କରିଛନ୍ତି। ଗୁରୁବାର ଗ୍ରାମବାସୀଙ୍କ ଅଭିଯୋଗ କ୍ରମେ ବିଡିଓ ଗୌରବମୟ ପ୍ରଧାନ ସ୍ଥାନୀୟ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରି ଖୁବ୍‌ଶୀଘ୍ର ଏ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା

ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ...

ଅଧାପନ୍ତରିଆ ଭାବେ ପଡ଼ିଛି ପ୍ରାଣୀ ଚିକିତ୍ସାଳୟ କାମ

ନୂଆଗାଁ,୧୮।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ନୂତନ ଗୃହ ନିର୍ମାଣ ଦୀର୍ଘ ମାସ ହେଲା ଅଧପନ୍ତରିଆ ଭାବେ ପଡି ରହିଛି।...

ଜିତିବା ପାଇଁ ଭାଜପା ନେତାଙ୍କ ଶରଣ ପଶିଲେ ବିଜେଡି ବିଧାୟକ

ନୟାଗଡ଼/ରଣପୁର,୧୬।୪(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନିର୍ବାଚନ ସମୟରେ ସାଧାରଣତଃ ଦେଖାଯାଇଥାଏ ପ୍ରାର୍ଥୀମାନେ ବିରୋଧୀ ଦଳର କର୍ମୀ ଓ ନେତାଙ୍କ ସମର୍ଥନ ପାଇବା ପାଇଁ ନିବେଦନ କରିଥାନ୍ତି। ଏହା...

ଡିଏଚ୍‌ଏଚ୍‌ରେ ଜ୍ୱର ପରୀକ୍ଷଣ ପାଇଁ ଥର୍ମୋମିଟର ନାହିଁ

ନୟାଗଡ଼,୧୫।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ଜ୍ୱର ମାପିବା ଯନ୍ତ୍ର ଥର୍ମୋମିଟର ନାହିଁ। ଏଥିପାଇଁ କୌଣସି ଜ୍ୱରରେ ପୀଡ଼ିତ ରୋଗୀ ଆସିଲେ ତାଙ୍କୁ...

ରକ୍ତ ଭଣ୍ଡାର ସମ୍ମୁଖରେ ପଡ଼ିଛି ରକ୍ତ ପ୍ୟାକେଟ୍‌

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ସମ୍ମୁଖ ରକ୍ତ ଭଣ୍ଡାର ପାଖରେ ରକ୍ତ ପ୍ୟାକେଟ ଫୋପଡା ଯାଇଥିବା ଦେଖିବାକୁ ମିଳିଥିଲା। ଶୁକ୍ରବାର ବିଳମ୍ବିତ ରାତିରୁ...

ବିଏସ୍‌କେୱାଇ ଆମ୍ବୁଲାନ୍ସ ଖତ ଖାଉଛି

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ରେଫର ଗରିବ ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ରେ ନୟାଗଡ଼ ଜିଲାକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ଯୋଗାଇ...

ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିଲା ନାହିଁ

ନୟାଗଡ଼,୧୧।୪(ଲୋକନାଥ ମିଶ୍ର)ସାରା ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଛେନାପୋଡ଼ର ନଁା ଶୁଣିଲେ ମନକୁ ଆସେ ନୟାଗଡ଼ର କଥା । ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥାଏ ନୟାଗଡ଼ର ଏହି...

ରୋଚକ ସ୍ଥିତିରେ ନୟାଗଡ଼ ରାଜନୀତି

ନୟାଗଡ଼,୮।୪(ଲୋକନାଥ ମିଶ୍ର): ନୟାଗଡ଼ ନିର୍ବାଚନ ରାଜନୀତି ସରଗରମ ହେବାରେ ଲାଗିଛି। ପୂର୍ବତନ କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଭାଜପା ଟିକେଟ୍‌ ହାତେଇବା, ଭାଜପା ନେତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri