Posted inଜାତୀୟ

ମରିନି ଆଶା, ରହିଛି ନୂଆ ସମ୍ଭାବନା: ୧୪ ଦିନ ପର୍ଯ୍ୟନ୍ତ ନିଖୋଜ ବିକ୍ରମକୁ ଖୋଜିବ ଇସ୍ରୋ

ଶ୍ରୀହରିକୋଟା,୮।୯: ଭାରତର ବହୁ ପ୍ରତୀକ୍ଷିତ ମିଶନ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ପୂର୍ବରୁ ବିଫଳ ହୋଇଛି ବୋଲି କୁହାଯାଉଥିଲେ ମଧ୍ୟ ଏବେ ବି ମରିନି ଆଶା, ବରଂ ରହିଛି ନୂଆ ସମ୍ଭାବନା। ଆସନ୍ତା ୧୪ ଦିନ ପର୍ଯ୍ୟନ୍ତ ନିଖୋଜ ହୋଇଯାଇଥିବା ଲ୍ୟାଣ୍ଡର ବିକ୍ରମକୁ ଇସ୍ରୋ ଖୋଜିବ। ବିକ୍ରମ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲେ ମଧ୍ୟ ଇସ୍ରୋର ମହାକାଶ ବିଜ୍ଞାନୀ ଏହାର ଅବସ୍ଥିତି ସମ୍ପର୍କରେ ଜାଣିବାକୁ ପ୍ରୟାସ କରିବେ ବୋଲି ଇସ୍ରୋ ମୁଖ୍ୟ କେ. ଶିବନ କହିଛନ୍ତି। ଇସ୍ରୋର ଗଗନୟାନ ସମେତ ଅନ୍ୟ ସମସ୍ତ ମିଶନ ନିର୍ଦ୍ଧାରିତ ସମୟରେ କରାଯିବ ବୋଲି ଶିବନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଟାର୍ଗେଟରେ କିଏ? ଏହି ଦେଶ ଉପରେ ଆଟାକ୍ ନେଇ ଟ୍ରମ୍ପଙ୍କ ଖୁଲାସା

ଓ୍ବାଶିଂଟନ,୨୦।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଭେନେଜୁଏଲା ଏବଂ ଇରାନ ପରେ କ୍ୟୁବା ମଧ୍ୟ ଆମେରିକାର ରଣନୈତିକ ପ୍ରାଥମିକତା ମଧ୍ୟରୁ ଗୋଟିଏ ହୋଇପାରେ। ଏକ…

ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ‘ଖାଲି ତିଖିରୀ ନା ସବୁ’

ଭୁବନେଶ୍ୱର,୨୦।୬(ସୁନିତ୍‌ ମିଶ୍ର): ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଶୁକ୍ରବାର ପ୍ରଦୀପ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି,…

ଟ୍ରେନରେ ବିନା ଟିକେଟରେ ଯାତ୍ରା କଲେ ଦେବାକୁ ହେଲେ ଏତିକି ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୨୦।୬: ରେଳ ନିୟମ ଉଲ୍ଲଂଘନ କରୁଥିବା ଲୋକଙ୍କ ବିରୁଦ୍ଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଫଳସ୍ୱରୂପ, ରେଳ ସମ୍ପର୍କିତ ଅପରାଧ ଏବଂ…

୬୦ ବର୍ଷରେ ସାତଫେରା, ହୋଟେଲ ନୁହେଁ କି ମଣ୍ଡପ ନୁହେଁ, ଏଇଠି ଏହିଦିନ ଗୌରୀଙ୍କୁ ତୃତୀୟ ବିବାହ କରିବେ ଆମିର, ଜାଣନ୍ତୁ ତାରିଖ

ମୁମ୍ବାଇ,୨୦।୬: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ପୁଣି ଥରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଶିରୋନାମାରେ ଅଛନ୍ତି। ପ୍ରକୃତରେ, ଅଭିନେତା ଏବଂ ତାଙ୍କ ପ୍ରେମିକା ଗୌରୀ…

ମା’ଙ୍କ iPhone ଧରିଥିଲା କୁନି ପୁଅ, ବୋଟିଂ ସମୟରେ କରିଦେଲା ଏମିତି କାଣ୍ଡ, ୟୁଜର୍ସ ଦେଖି…

ପିଲାମାନଙ୍କ ଦୁଷ୍ଟାମୀର ଭିଡିଓ ପ୍ରତିଦିନ ସୋସିଆଲ ମିଡିଆରେ ଭାଇରାଲ ହୁଏ, କିନ୍ତୁ ଏଥର ଜଣେ କୁନି ପିଲା ଏମିତି କାରନାମା କରିଛି ଯାହା ୟୁଜର୍ସଙ୍କୁ ଚକିତ କରିଦେଇଛି।…

G7 ବୈଠକରେ ଟ୍ରମ୍ପ କାହିଁକି କହିଲେ I’m the Boss? ଜବାବ ଦେଇ କହିଲେ…

ଓ୍ବାଶିଂଟନ,୨୦।୬: ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ସମୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉପସ୍ଥିତ ନେତାମାନଙ୍କୁ କହିଥିଲେ, “ମୁଁ ହେଉଛି ବସ୍।” ଏହା ଭାଇରାଲ ହେବା…

ହର୍ମୁଜ ପାଇଁ ଇରାନର ନୂତନ ନିୟମ: ବିନା ଅନୁମତିରେ କରିପାରିବ ନାହିଁ ଜାହାଜ ଚଳାଚଳ – ବିଶ୍ୱ ବାଣିଜ୍ୟ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ତେହରାନ,୨୦।୬: ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ସମ୍ପ୍ରତିକ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ କାର୍ଯ୍ୟକଳାପ…

ପ୍ରଧାନମନ୍ତ୍ରୀଙ୍କୁ ନିଜ ଗାଁ ବୁଲାଇବେ ରାଷ୍ଟ୍ରପତି

ବାରିପଦା,୨୦ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବାବେଳେ ଶନିବାର ପୂର୍ବାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଗାଁ ମୟୂରଭଞ୍ଜର ପାହାଡ଼ପୁରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଶାଶୁଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri