Posted inଜାତୀୟ

ମରି ମଧ୍ୟ ଅମର: ୧୨ ବର୍ଷର ନାବାଳକଙ୍କ ଶରୀରରେ ଧକ୍‌ ଧକ୍‌ କରିବ ୬୨ ବର୍ଷ ବୟସ୍କା ବିମଳାଙ୍କ ହୃଦୟ

ଭୋପାଳ,୨୫।୭: ମରିବା ପରେ ମଧ୍ୟ କେତେକ ନିଜର ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଅମର ହୋଇଥାନ୍ତି। ଏଭଳି ଏକ ଘଟଣା ମଧ୍ୟପ୍ରଦେଶ ଶେହାଦ୍ରୀରେ ଘଟିଛି। ୬୨ ବର୍ଷ ବୟସ୍କା ବିମଳା ଅଜମେରାଙ୍କ ହୃଦୟ ମୁମ୍ବାଇ ଫୋର୍ଟିସ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ୧୨ ବର୍ଷ ବୟସ୍କ ନାବାଳକଙ୍କଠାରେ ପ୍ରତିରୋପଣ କରାଯିବ। ଏବେ ବିମଳାଙ୍କ ହୃଦୟ ନାବାଳକଙ୍କଠାରେ ଧକ୍‌ ଧକ୍‌ କରିବ। ବିମଳା ମେ ୨୨ରେ ଦୁର୍ଘଟଣାଗ୍ରସ୍ତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଜୁଲାଇ ୨୨ରେ ଡାକ୍ତର ତାଙ୍କୁ ବ୍ରେନ୍‌ ଡେଡ୍‌ ଘୋଷିତ କରିଥିଲେ। ଏହାପରେ ପରିବାରବର୍ଗଙ୍କ ସହମତି କ୍ରମେ ବିମଳାଙ୍କ ହାର୍ଟ, କିଡ୍‌ନୀ, ଚକ୍ଷୁ, ଲିଭରକୁ ଡୋନେଟ୍‌ କରାଯାଇଥିଲା। ବିମଳାଙ୍କ ଯୋଗୁ ୬ ଜଣ ବ୍ୟକ୍ତିଙ୍କୁ ନୂଆ ଜୀବନ ମିଳିବ। ତାଙ୍କ ଲିଭର ସିଦ୍ଧାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବ୍ୟକ୍ତିଙ୍କଠାରେ ପ୍ରତିରୋପଣ କରାଯିବ। ସେହିପରି କିଡ୍‌ନୀ ବଂଶଲ ଏବଂ ଚିରାୟୁ ହସ୍ପିଟାଲ ତଥା ଚକ୍ଷୁ ଜିଏମ୍‌ସି ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବ୍ୟକ୍ତିଙ୍କଠାରେ ପ୍ରତିରୋପଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri