Categories: ଜାତୀୟ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧୨ ମୃତ, ୧୫ ଆହତ

ଶ୍ରୀନଗର,୨।୧: ଜମ୍ମୁ-କଶ୍ମୀରରେ ସୁନ୍ଦରବନୀରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ ଜଣ ଆହତ ହୋଇଛନ୍ତି। ବସ୍‌ଟି ଖାଲରେ ଗଳି ପଡିବାରୁ ଏଭଳି ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Share