ମଲାଇକାଙ୍କ ସହ ଛୁଟି କଟାଉଛନ୍ତି ଅର୍ଜୁନ, ଇନ୍‌ଷ୍ଟା ଷ୍ଟୋରୀରେ ଲେଖିଲେ ଏଭଳି କିଛି..

ମୁମ୍ବାଇ: ବଲିଉଡ୍‌ର ନୂଆ ଲର୍ଭବର୍ଡ କହିଲେ ମଲାଇକା ଅରୋରା ଏବଂ ଅର୍ଜୁନ କପୁରଙ୍କୁ ଅନେକେ ବୁଝନ୍ତି। କଥାଟି ଅନେକାଂଶରେ ସତ ମଧ୍ୟ। ଉଭୟଙ୍କୁ ବିଭିନ୍ନ ସମୟରେ ଏକାଠି ଦେଖିବାକୁ ମିଳେ। ଏପରିକି ବିଦେଶ ଭ୍ରମଣରେ ବି ସେମାନେ ଏକତ୍ର ଯାଇଥାନ୍ତି। ଠିକ୍‌ ଯେପରି ଏବେ କଥାକୁ ଧରାଯାଉ। ଅର୍ଜୁନ ନିଜ ଇନ୍‌ଷ୍ଟା ପ୍ରୋଫାଇଲରେ ଛୁଟି କଟାଉଥିବା ବେଳର କିଛି ଫଟୋ ଶେୟାର କରିବା ସହ ଇନ୍‌ଷ୍ଟା ଷ୍ଟୋରୀରେ କିଛି ସ୍ମରଣୀୟ ମୂହୁର୍ତ୍ତକୁ ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି। ଗୋଟିଏ ଫଟୋରେ ଅର୍ଜୁନଙ୍କ ସହ ଜଣେ ମହିଳାଙ୍କ ହାତ ଦେଖିବାକୁ ମିଳୁଛି। ସେ ମଲାଇକା ବୋଲି ଜଣାପଡ଼ିଛି। କାରଣ ମଲାଇକା ମଧ୍ୟ ଛୁଟି କଟାଇବାକୁ ବାହାରକୁ ଯାଇଛନ୍ତି। ଉଭୟ ଶେୟାର କରୁଥିବା ଫଟୋରେ ସାମଞ୍ଜସ୍ୟ ରହୁଛି। ସେହିପରି ଏକ ଇନ୍‌ଷ୍ଟା ଷ୍ଟୋରୀରେ ଅର୍ଜୁନ ଆଜିର ପାଗ ବେଶ ମନୋରମ ବୋଲି ମତବ୍ୟକ୍ତ କରିଛନ୍ତି। ଏହାକୁ ନେଇ ପ୍ରଶଂସକମାନେ ବହୁତ କିଛି ଠଉରାଉଛନ୍ତି। ମଲାଇକାଙ୍କ ସହ ସମୟ ଅତିବାହିତ କରୁଥିବାରୁ ପାଗ ସୁନ୍ଦର ତ ଲାଗିବ ନା ବୋଲି ଜଣେ ପ୍ରତିକ୍ରିୟାରେ କହିଛନ୍ତି। ଅର୍ଜୁନଙ୍କ ଅଭିନୟ ବିଷୟରେ ଯଦି କଥା ହେବା ତେବେ ସେ ଫିଲ୍ମ ‘ପାନୀପତ୍‌’ର ଶୁଟିଂ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?