ମସୁଦ୍‌ ଅଜହର ବିଶ୍ୱ ଆତଙ୍କବାଦୀ ଘୋଷିତ

ଓ୍ବାଶିଂଟନ, ୨।୫: ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ସଂଗଠନ ମୁଖ୍ୟ ମାସୁଦ୍‌ ଅଜହରଙ୍କୁ ଜାତିସଂଘ ପକ୍ଷରୁ ବିଶ୍ୱ ଆତଙ୍କବାଦୀ ଘୋଷଣା କରାଯାଇଛି। ଗତ ବର୍ଷ ଭାରତ ସହିତ ଆମେରିକା, ଫ୍ରାନ୍ସ୍‌, ବ୍ରିଟେନ୍‌ ଆଦି ରାଷ୍ଟ୍ର ଏଥି ପାଇଁ ପ୍ରୟାସ କରିଥିଲେ ମଧ୍ୟ ଶେଷ ମୂହୂର୍ତ୍ତରେ ଚାଇନା ନିଜର ଭିଟୋ ଅଧିକାର ପ୍ରୟୋଗ କରିଥିଲା। ଭାରତ ୧୦ ବର୍ଷ ଧରି ୨୦୦୯ଠାରୁ ଏଭଳି ପ୍ରୟାସ ଜାରି ରଖିଥିଲା। ଅନ୍ତର୍ଜାତୀୟସ୍ତରରେ ମିଳିତଭାବେ ଏଭଳି ପଦକ୍ଷେପ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଥିବା ଜାତିସଂଘରେ ଭାରତୀୟ ରାଷ୍ଟ୍ରଦୂତ ଥିବା ସୟଦ୍‌ ଆକବରଉଦ୍ଦିନ୍‌ ସୂଚନା ଦେଇଛନ୍ତି। ଏହାଦ୍ୱାରା କୂଟନୈତିକସ୍ତରରେ ଭାରତର ପତିଆରା ବୃଦ୍ଧି ପାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri