Posted inଜାତୀୟ

ମହଙ୍ଗା ପଡିଲା ମନ୍ତବ୍ୟ: ସିଦ୍ଧୁଙ୍କ ବିରୋଧରେ ବାହାରିଲେ ୬ ମନ୍ତ୍ରୀ

ଜଳନ୍ଧର, ୨୨।୫:  ଭାଜପା ଛାଡି କଂଗ୍ରେସ ଯୋଗଦେବା ପରେ ବି ନବଜୋତ ସିଂହ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ଏହି ପୂର୍ବତନ କ୍ରିକେଟର ତଥା ପଞ୍ଜାବ ସରକାରରେ  ମନ୍ତ୍ରୀ ଥିବା ସିଦ୍ଧୁଙ୍କ ଅଡୁଆ ପୁଣି ବଢିଛି । ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହଙ୍କ ସହ ବିବାଦ ହେବା ପରେ ସିଦ୍ଧୁଙ୍କ ବିରୋଧରେ ବାହାରିଛନ୍ତି ୬ ମନ୍ତ୍ରୀ। ସେମାନେ ସିଦ୍ଧୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଛନ୍ତି। ସୂଚନାଯୋଗ୍ୟ, ୨୦୧୯ ଲୋକ ସଭା ନିର୍ବାଚନରେ ସିଦ୍ଧୁଙ୍କ ସ୍ତ୍ରୀ ନବଜୋତ କୌରଙ୍କୁ ଟିକେଟ ନ ମିଳିବାରୁ ସେ କଂଗ୍ରେସ ବିରୋଧରେ ଖୋଲାଖୋଲି ଅଭିଯୋଗ କରିଥିଲେ। ଏହାକୁ ସମର୍ଥନ ଦେଇଥିଲେ ସିଦ୍ଧୁ। ଏହାପରଠାରୁ ଅମରିନ୍ଦର ଏବଂ ସିଦ୍ଧୁଙ୍କ ଭିତରେ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିଲା। ସିଦ୍ଧୁ ଜଣେ ମହତ୍ତ୍ୱାକାଂକ୍ଷୀ ମଣିଷ। ମୁଖ୍ୟମନ୍ତ୍ରୀ ପଦ ହାସଲ ପାଇଁ ସେ ମୋତେ ଗାଦିରୁ ହଟାଇବାକୁ ଚାହୁଁଛନ୍ତି ବୋଲି ଅମରିନ୍ଦର ସିଂହ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧିନତା ଦାବିରେ  ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri