ବିଦାର,୨୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍ଆର୍ସି)କୁ ନେଇ ଦେଶର ବିଭିନ୍ନ ସ୍ଥାନରେ ଏବେବି ବିରୋଧ ପ୍ରଦର୍ଶନ ଜାରି ରହିଛି। ହେଲେ ଏହାକୁ ନେଇ କର୍ନାଟକର ଏକ ସ୍କୁଲ ଏବେ ଅଡୁଆରେ ପଡିଯାଉଛି। ସିଏଏ ଓ ଏନ୍ଆର୍ସିକୁ ବିରୋଧ କରି ସ୍କୁଲରେ ନାଟକ ପ୍ରଦର୍ଶନ କରାଯାଉଥିଲା। ଏ ସମ୍ପର୍କରେ ଖବର ପାଇ ବିଦାର ଜିଲା ପୋଲିସ ପହଞ୍ଚି ସ୍କୁଲକୁ ସିଲ୍ କରିବା ସହ ସ୍କୁଲ କର୍ତ୍ତୁପକ୍ଷଙ୍କ ନାଁରେ ମାମଲା ରୁଜୁ କରିଛି।
ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’
ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…
ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ
କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍, ଟ୍ରକ୍ ଏବଂ ପିକ୍ଅପ୍ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…
ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…
ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ
ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…
ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO
ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…
ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…
ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…
ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର
ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…
ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍ ଦିନେ ଘଟିଲା…
ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…
Archives

