Posted inଜାତୀୟ

ମହଙ୍ଗା ପିଆଜ ଯୋଗୁ ଅତୀତରେ ୨ ସରକାରଙ୍କ ପତନ ଘଟିଛି: ଏବେ କେଜ୍ରିଓ୍ବାଲ ସରକାରଙ୍କ ଉପରେ ଖଣ୍ଡା

ନୂଆଦିଲ୍ଲୀ,୨୫।୯: ଦେଶରେ ପିଆଜ ଦାମ୍‌ ଏବେ ବଢ଼ିଚାଲିଛି। ଅତୀତରେ ମହଙ୍ଗା ପିଆଜ ଯୋଗୁ ଦିଲ୍ଲୀର ୨ ସରକାରଙ୍କ ପତନ ଘଟିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ବିଭିନ୍ନ ସ୍ଥାନରେ ୨୨ ଟଙ୍କାରେ ପିଆଜ ଯୋଗାଇବା ଜାରି ରଖିଛନ୍ତି। ୧୯୯୮ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ସୁଷମା ସ୍ବରାଜଙ୍କ ସମୟରେ ପିଆଜ ଦର ବଢ଼ିଥିଲା। ଏହାକୁ ରୋକିବାରେ ସେତେବେଳେର ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ସରକାର ଅସମର୍ଥ ହୋଇଥିଲେ। ଏହାର ଠିକ୍‌ ପରେ ହୋଇଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ଦିଲ୍ଲୀର ଡୋର ଧରିଥିଲା। ମୁଖ୍ୟମନ୍ତ୍ରୀ ଭାବେ ଶୀଲା ଦୀକ୍ଷୀତ ଦାୟିତ୍ୱ ସମ୍ଭାଳିଥିଲେ। ୧୫ ବର୍ଷ ପରେ ୨୦୧୩ରେ ପୁଣିଥରେ ପିଆଜ ମହଙ୍ଗା ହୋଇଥିଲା। ଏହାଯୋଗୁ ଶୀଲା ଦିଲ୍ଲୀ ବିଧାନସଭା ନିର୍ବାଚନରେ ପରାଜିତ ହୋଇଥିଲେ। ଏବେ ୬ ବର୍ଷ ପରେ ପିଆଜ ଦର ଆକାଶ ଛୁଇଁଛି। ତେଣୁ କେଜ୍ରିଓ୍ବାଲ ସରକାରଙ୍କ ମୁଣ୍ଡ ଉପରେ ଖଣ୍ଡା ଝୁଲୁଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri