ମହଙ୍ଗା ହେଉଛି ବିଭିନ୍ନ ସାମଗ୍ରୀ

ନୂଆଦିଲ୍ଲୀ,୯।୪ : କରୋନା ଯୋଗୁ ଟିଭି, ଫ୍ରିଜ, ଔଷଧ ସମେତ ଘରୋଇ ବଜାରରେ ବିଭିନ୍ନ ସାମଗ୍ରୀ ମହଙ୍ଗା ଦେଉଥିବା ଦେଖାଯାଇଛି। ଇଲେକଟ୍ରୋନିକ୍ସ ଶିଳ୍ପରେ କାର୍ଯ୍ୟରତ କମ୍ପାନୀଗୁଡିକ ପ୍ରାୟ ୭୦% କଞ୍ଚାମାଲ ଚାଇନାରୁ କିଣୁଥିବାରୁ ଏବେ ଚାପରେ ରହିଛନ୍ତି। ଟିଭି ପ୍ୟାନେଲର ଦର ୧୫% ବଢିଥିବା ବେଳେ ଏପିଆଇର ମୂଲ୍ୟ ୪୦ରୁ ୫୦% ବଢିଥିବା ସୂଚନା ରହିଛି। କରୋନା ଯୋଗୁ ବଜାରର ସ୍ଥିତି ପ୍ରଭାବିତ ରହିଲେ ଟିଭି ସମେତ ଫ୍ରିଜ, ଏସି, ଓ୍ବାଶିଂମେଶିନ ଭଳି ସମାଗ୍ରୀ ପ୍ରସ୍ତୁତି ଆହୁରି ମହଙ୍ଗା ହେବ ବୋଲି ବଜାର ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ...

ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍‌, ଗୋଟିକର ଦାମ୍‌…

ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...

ନୂଆବର୍ଷରେ ଖୁସି ଖବର, ଶସ୍ତା ହେଲା ଘରୋଇ ଗ୍ୟାସ

ନୂଆଦିଲ୍ଲୀ,୨।୧: ନୂଆବର୍ଷ ଆରମ୍ଭ ହେବା ପୂର୍ୱରୁ, ଗ୍ୟାସ ଗ୍ରାହକଙ୍କ ପାଇଁ ଏକ ଖୁସି ଖବର। ସାର୍ୱଜନୀନ କ୍ଷେତ୍ରର କମ୍ପାନୀ ଗେଲ ଗ୍ୟାସ ଲିମିଟେଡ ଘରୋଇ ରୋଷେଇ...

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ଜୟଶଙ୍କରଙ୍କ ବଡ଼ ବୟାନ: କହିଲେ ଆମ ପଡ଼ୋଶୀମାନେ ଭଲ ନୁହନ୍ତି, ଭାରତ କାହାକୁ ତା’ର…

ନୂଆଦିଲ୍ଲୀ,୨ା୧: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଆତଙ୍କବାଦ ପ୍ରସଙ୍ଗରେ ଏକ ବଡ଼ ଚେତାବନୀ ଦେଇଛନ୍ତି। ଆଇଆଇଟି ମାଡ୍ରାସର ଛାତ୍ରମାନଙ୍କୁ ସମ୍ବୋଧିତ କରି ସେ କହିଛନ୍ତି, ଯଦି...

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri