ମହଙ୍ଗା ହେଉଛି ବିଭିନ୍ନ ସାମଗ୍ରୀ

ନୂଆଦିଲ୍ଲୀ,୯।୪ : କରୋନା ଯୋଗୁ ଟିଭି, ଫ୍ରିଜ, ଔଷଧ ସମେତ ଘରୋଇ ବଜାରରେ ବିଭିନ୍ନ ସାମଗ୍ରୀ ମହଙ୍ଗା ଦେଉଥିବା ଦେଖାଯାଇଛି। ଇଲେକଟ୍ରୋନିକ୍ସ ଶିଳ୍ପରେ କାର୍ଯ୍ୟରତ କମ୍ପାନୀଗୁଡିକ ପ୍ରାୟ ୭୦% କଞ୍ଚାମାଲ ଚାଇନାରୁ କିଣୁଥିବାରୁ ଏବେ ଚାପରେ ରହିଛନ୍ତି। ଟିଭି ପ୍ୟାନେଲର ଦର ୧୫% ବଢିଥିବା ବେଳେ ଏପିଆଇର ମୂଲ୍ୟ ୪୦ରୁ ୫୦% ବଢିଥିବା ସୂଚନା ରହିଛି। କରୋନା ଯୋଗୁ ବଜାରର ସ୍ଥିତି ପ୍ରଭାବିତ ରହିଲେ ଟିଭି ସମେତ ଫ୍ରିଜ, ଏସି, ଓ୍ବାଶିଂମେଶିନ ଭଳି ସମାଗ୍ରୀ ପ୍ରସ୍ତୁତି ଆହୁରି ମହଙ୍ଗା ହେବ ବୋଲି ବଜାର ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?