ମହାକାଳପଡ଼ାରେ ଅଗ୍ନିକାଣ୍ଡ ଘଟଣା: ଅଗ୍ନିବିପନ୍ନଙ୍କୁ ଭେଟିଲେ ବିଭିନ୍ନ ରାଜନୈତିକ ଦଳ, ରେଡ୍‌କ୍ରସ୍‌ ପକ୍ଷରୁ ସହାୟତା

ମହାକାଳପଡ଼ା, ୩୧।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ବ୍ଲକ ଅଧୀନ ଜାଲକଣା ଗ୍ରାମରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟି ୩୩ ପରିବାରର ୬୦ରୁ ଊର୍ଦ୍ଧ୍ୱ ବଖରା ପୋଡ଼ି ପାଉଁଶ ହୋଇଯାଇଛନ୍ତି। ଏହି ଘଟଣାରେ ୨ ଶିଶୁଙ୍କୁ ଗୁରୁତର ଅବସ୍ଥରେ କଟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ସକାଳେ ସେମାନେ ସୁସ୍ଥହୋଇ ଘରକୁ ଫେରିଛନ୍ତି। ଖବର ପାଇଁ ସ୍ଥାନୀୟ ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର ନେତାମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଅଗ୍ନିବିପନ୍ନ ପରିବାରକୁ ଭେଟିବା ସହ ସମବେଦନା ଜଣାଇ ଆର୍ଥତ୍କ ସହାୟତା ପ୍ରଦାନ କରିଛନ୍ତି। ସେହିପରି ଇଣ୍ଡିଆନ୍‌ ରେଡ୍‌କ୍ରସ୍‌ ଓଡ଼ିଶା ଶାଖା ପକ୍ଷରୁ ସେକ୍ରେଟେରୀ ମେଜର କଳ୍ପନା ଦାଶଙ୍କ ନେତୃତ୍ୱରେ ଏକ ଟିମ୍‌ ପହଞ୍ଚି ପଲିଥିନ୍‌ ଓ ଶୁଖିଲା ଖାଦ୍ୟ ପ୍ରଦାନ କରିଛନ୍ତି। ଏବେ ବି ଅନେକ ବିପନ୍ନ ଗଛମୂଳେ ଆଶ୍ରୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri