ମହାକାଳପଡ଼ାରେ ପକ୍ଷୀ ମଡ଼କ

ମହାକାଳପଡ଼ା,୩୧।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ପକ୍ଷୀ ମଡ଼କ ଦେଖାଦେଇଛି। କାଉ, କୋଇଲି, କୁକୁଡ଼ା, ବଗ ଆଦି ପକ୍ଷୀଙ୍କ ମୁଣ୍ଡ ବୁଲାଇବା ସହ ଥରିଥରି ପଡ଼ି ଯାଉଥିବା ଲକ୍ଷ୍ୟ କରାଯାଇଛି। ଏହି ବ୍ଲକର ବଉଳକଣି ପଞ୍ଚାୟତର ଛପାଲି, ବଡ଼ତୋଟା, ରାମନଗର,ବତୀଘର ଅଞ୍ଚଳରେ ପକ୍ଷୀ ମଡ଼କ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ହାତୀ ପାଇଁ ବିକଳ୍ପ ଚାଷ କରାଯାଉ: ଘୋଡା ନାଚ ମାଧ୍ୟମରେ ହାତୀ ସୁରକ୍ଷା ସଚେତନତା

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ, ଟାଟା ପାୱାର ଏବଂ ସ୍ନେହା ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଚାଲିଥିବା ହାତୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ…

ଇଣ୍ଡିଆନ ଆଇଡଲ୍‌ -୧୬ ଫାଇନାଲରେ ଜ୍ୟୋତିର୍ମୟୀ: ମଙ୍ଗଳକାମନା କରି ଅଖଣ୍ଡ ଦୀପଦାନ

ନୀଳଗିରି, ୧୦।୨(ପ୍ରଶାନ୍ତ ବିଶ୍ୱାଳ):ସୋନି ଟିଭି ରିଆଲଟି ଶୋ ‘ଇଣ୍ଡିଆନ ଆଇଡଲ୍‌ -୧୬’ର ଫାଇନାଲ ରାଉଣ୍ଡରେ ପହଞ୍ଚତ୍ଛନ୍ତି ନୀଳଗିରି ମାଟିର ସୁନାଝିଅ ଜ୍ୟୋତିର୍ମୟୀ ନାୟକ। ବାଲେଶ୍ୱର ଜିଲା ନୀଳଗିରି…

ଖେଳ ପଡିଆରୁ ଟେକି ନେଇ ନାବାଳିକାଙ୍କୁ ବଳାତ୍କାର, ୫୯ ବର୍ଷୀୟ ବ୍ୟକ୍ତି ଗିରଫ

ଦେବଗଡ,୧୦।୨(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୪ ବର୍ଷୀୟା ନାବାଳିକାକୁ ବଳାତ୍କାର ଅଭିଯୋଗରେ ଦେବଗଡ ଥାନା ପୋଲିସ ସୋମବାର ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri