Categories: ବାଣିଜ୍ୟ

ମହାକାଶ କ୍ଷେତ୍ରରେ ଘରୋଇ କମ୍ପାନୀଙ୍କୁ ଅନୁମତି

ନୂଆଦିଲ୍ଲୀ,୧୭।୫- ମହାକାଶ ସମ୍ପର୍କିତ ସେବା ଏବଂ ଉପଗ୍ରହ ଲଞ୍ଚ କ୍ଷେତ୍ରରେ ଘରୋଇ କ୍ଷେତ୍ର କମ୍ପାନୀଗୁଡିକୁ ଅନୁମତି ମିଳିଛି। ଘରୋଇ କ୍ଷେତ୍ର ଇସ୍ରୋ ଫାସିଲିଟିକୁ ବ୍ୟବହାର କରିପାରିବେ। ଭବିଷ୍ୟତର ମହାକାଶ ଗବେଷଣା ଏବଂ ଆଉଟର ସ୍ପେସ୍‌ ଟ୍ରାଭେଲ ଲାଗି ଘରୋଇ କ୍ଷେତ୍ରକୁ ଅନୁମତି ପ୍ରଦାନ କରାଯିବ।

Share