Posted inଫୁରସତ

ମହାକାଶ ମନ୍ଥନ

‘ଅଗ୍ନି-୨’ର ସଫଳ ଉତ୍‌କ୍ଷେପଣ : ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପଣ କରାଯାଇପାରୁଥିବା କ୍ଷେପଣାସ୍ତ୍ର ‘ଅଗ୍ନି-୨’ର ସଫଳ ପରୀକ୍ଷଣ ବାଲେଶ୍ୱର ଚାନ୍ଦିପୁର ଆଇଟିଆର ଏବଂ ଭଦ୍ରକ ଜିଲାସ୍ଥିତ ଅବଦୁଲ୍‌ କଲାମ ଦ୍ୱୀପରେ କରାଯାଇଛି।
ଉତ୍‌କ୍ଷେପିତ ହେଲା ଜିସାଟ୍‌-୩୧ : ଆମ ଦେଶରେ ଏଟିଏମ୍‌ ନେଟଓ୍ବର୍କ ଏବଂ ଡିଟିଏଚ୍‌ ସେବାକୁ ଅଧିକ ସମୃଦ୍ଧ କରିବାକୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଯୋଗାଯୋଗ ଉପଗ୍ରହ ‘ଜିସାଟ୍‌-୩୧’କୁ ମହାକାଶରୁ ଉତ୍‌କ୍ଷେପଣ କରାଯାଇଛି। ଏହି ଉପଗ୍ରହ ୧୫ ବର୍ଷ ପର୍ଯ୍ୟନ୍ତ ମହାକାଶରେ ରହିବ। ‘ଜିସାଟ୍‌-୩୧’ହେଉଛି ଭାରତର ୪୦ତମ ଉପଗ୍ରହ।
‘ଅଗ୍ନି-୩’ର ସଫଳ ପରୀକ୍ଷଣ : ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆର୍‌ଡିଓ ପକ୍ଷରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ତଥା ୧୭ ମିଟର ଲମ୍ବବିଶିଷ୍ଟ କ୍ଷେପଣାସ୍ତ୍ର ‘ଅଗ୍ନି-୩’ର ସଫଳ ପରୀକ୍ଷଣ କରାଯାଇଛି। ଏହି କ୍ଷେପଣାସ୍ତ୍ର ପ୍ରାୟ ଦେଢ଼ ଟନ୍‌ ଆଣବିକ ଯୁଦ୍ଧାସ୍ତ୍ର ବହନ କରି ୩୫୦୦-୫୦୦୦ କିମି ଦୂରରେ ଯେକୌଣସି ଲକ୍ଷ୍ୟକୁ ଭେଦ କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri