Categories: ଜାତୀୟ

ମହାତ୍ମାଙ୍କ ୧୫୦ ତମ ଜୟନ୍ତୀ: ଭାଜପା-କଂଗ୍ରେସ ମୁହାଁମୁହିଁ

ନୂଆଦିଲ୍ଲୀ,୨୬।୯: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ଭାଜପା-କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ଅକ୍ଟୋବର ୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟରେ ସ୍ବଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ସ୍ବଚ୍ଛତା ବାର୍ତ୍ତା ଦେବେ। କଂଗ୍ରେସ ପକ୍ଷରୁ ଦିଲ୍ଲୀରେ ପଦଯାତ୍ରା କରାଯିବ। ଏଥିରେ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ରାହୁଲ ଗାନ୍ଧୀ ସାମିଲ୍‌ ହେବେ।

Share