ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁ ସମ୍ବନ୍ଧରେ ପ୍ରକାଶିତ ଖବରକୁ ନେଇ ବିଧାନସଭାରେ ଉଦ୍‌ବେଗ: ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ କହିଲା କଂଗ୍ରେସ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ସମଗ୍ର ଦେଶରେ ପାଳିତ ହୋଇଛି। ଏହି ଅବସରରେ ମହାତ୍ମା ଗାନ୍ଧୀଙ୍କ ଜୀବନୀକୁ ନେଇ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ପୁସ୍ତିକା ପ୍ରକାଶ କରାଯାଇଛି। ସେଥିରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଏକ ଆକସ୍ମିକ ଦୁର୍ଘଟଣା ବୋଲି ପ୍ରକାଶ କରାଯାଇଛି। ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ବିଭିନ୍ନ ସଂଗଠନପକ୍ଷରୁ ରାଜ୍ୟ ସରକାରଙ୍କୁ ସମାଲୋଚନା କରାଯାଇଛି। ଶୁକ୍ରବାର ବିଧାନସଭା ଶୂନ୍ୟକାଳରେ ମଧ୍ୟ ଏହି ପ୍ରସଙ୍ଗକୁ ନେଇ ସରଗରମ ଆଲୋଚନା ହୋଇଛି। ଏପରିକି କଂଗ୍ରେସ ଦଳର ସଦସ୍ୟମାନେ ଏହି ଘଟଣା ପାଇଁ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କ୍ଷମା ମାଗନ୍ତୁ ବୋଲି ଦାବି କରିଛନ୍ତି। ଯଦି ଜାଣତରେ ସେଭଳି କିଛି ହୋଇଥାଏ, ତେବେ ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି କଂଗ୍ରେସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ପୁରୁଣା ରେକର୍ଡ, ୧୯୦୧ ପରେ ଚଳିତବର୍ଷର ଅଗଷ୍ଟ ସବୁଠୁ ଉତ୍ତପ୍ତ

ନୂଆଦିଲ୍ଲୀ,୧ା୯(ପି.ଟି.): ୧୯୦୧ ପରେ ଗତ ଅଗଷ୍ଟ ସବୁଠାରୁ ଅଧିକ ଉତ୍ତପ୍ତ ରହିଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ରେକର୍ଡରୁ ଜଣାପଡ଼ିଛି । ଆଇଏମ୍‌ଡି ପକ୍ଷରୁ ପ୍ରକାଶିତ ମାସିକ…

ପ୍ରଧାନମନ୍ତ୍ରୀ ମୋଦି-ପୁଟିନଙ୍କ କାର କୂଟନୀତି: ଚାହିଁ ରହିଗଲା ସାରା ବିଶ୍ୱ

ବିଶ୍କେକ୍‌,୧ା୯: ବିଶ୍କେକ୍‌ରେ ଅନୁଷ୍ଠିତ SCO ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଦୁଇ ନେତା ବର୍ତ୍ତମାନର ବିଶ୍ୱ ପରିସ୍ଥିତି ଉପରେ…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri