Posted inଜାତୀୟ

ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପାଇଁ ପ୍ରସ୍ତୁତି ଜାରି ରହିଛି: ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ କହିଲେ ମୋଦି

ନୂଆଦିଲ୍ଲୀ,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅଲ୍‌ ଇଣ୍ଡିଆ ରେଡ଼ିଓ ପକ୍ଷରୁ ପ୍ରସାରିତ ହେଉଥିବା ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ କହିଛନ୍ତି, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପାଇଁ ପ୍ରସ୍ତୁତି ଜାରି ରହିଛି। ଏହା ଦେଶର ଏକ ବଡ଼ ଉତ୍ସବ। ଏହାକୁ ଦୃଷ୍ଟିରେ ରଖି ଅକ୍ଟୋବର ୨ ପୂର୍ବରୁ ଦେଶବ୍ୟାପି ୨ ସପ୍ତାହ ଧରି ସ୍ବଚ୍ଛତା ହିଁ ସେବା ଅଭିଯାନ ଆରମ୍ଭ କରାଯିବ। ଚଳିତବର୍ଷ ଏହା ସେପ୍ଟେମ୍ବର ୧୧ରୁ ଆରମ୍ଭ କରାଯିବାର ଯୋଜନା ରହିଛି। ସେହିପରି ଜନ୍ମାଷ୍ଟମୀରେ ଦେଶ ଉତ୍ସବ ମୁଖର ହୋଇଥିବାବେଳେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ଦେଖାଦେଇଛି। ତେବେ ଏହାର ମୁକାବିଲା ପାଇଁ ପ୍ରୟାସ ଜାରି ରହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri