ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା: ରଥାରୂଢ଼ ହେଲେ ଚତୁର୍ଦ୍ଧା ମୂର୍ତ୍ତି

ପୁରୀ ଅଫିସ, ୧୨।୭: ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଚତୁର୍ଦ୍ଧା ମୂର୍ତ୍ତି ରଥରେ ବସି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବେ। ପ୍ରଥମେ ସୁଦର୍ଶନ ପୂର୍ବାହ୍ନ ୯.୧୫ରେ ପହଣ୍ଡିରେ ଆସି ୯.୩୦ରେ ରଥାରୂଢ଼ ହୋଇଥିଲେ। ପରେ ବଡ଼ଠାକୁର ବଳଭଦ୍ରଙ୍କର ୯.୨୦ରେ ପହଣ୍ଡି ହୋଇଥିଲା। ସେ ୧୦ଟାରେ ତାଳଧ୍ୱଜରେ ରଥାରୂଢ଼ ହୋଇଥିଲେ। ସେହିଭଳି ମା’ ସୁଭଦ୍ରା ୯.୨୦ରେ ପହଣ୍ଡିହୋଇ ୧୦.୨୦ରୁ ଦେବଦଳନରେ ରଥାରୂଢ଼ ହୋଇଥିଲେ। ଶେଷରେ ମହାପ୍ରଭୁ ଜଗନ୍ନାଥ ୧୦ଟାରେ ପହଣ୍ଡି ହୋଇ ୧୧.୦୫ରେ ନନ୍ଦିଘୋଷ ରଥରେ ରଥାରୂଢ଼ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri