ମହାରାଷ୍ଟ୍ରରେ ଅଟକି ରହିଛନ୍ତି ୨୦ ଲକ୍ଷ ପ୍ରବାସୀ ଶ୍ରମିକ

ମୁମ୍ବାଇ,୧୭।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବିଭିନ୍ନ ସ୍ଥାନରେ ଅଟକି ରହିଥିବା ପ୍ରବାସୀ ଶ୍ରମିକ ଲକ୍‌ଡାଉନ୍‌ ଯୋଗୁ ହଇରାଣ ହେବାରେ ଲାଗିଛନ୍ତି। ମହାରାଷ୍ଟ୍ରରେ ପଶ୍ଚିମବଙ୍ଗ ଏବଂ ବିହାରର ୨୦ ଲକ୍ଷରୁ ଅଧିକ ଶ୍ରମିକ ଅଟକି ରହିଛନ୍ତି। ସେମାନେ ନିଜ ନିଜର ଘରକୁ ଫେରିବା ଲାଗି ପଞ୍ଜିକରଣ କରିଥିବା ମହାରାଷ୍ଟ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅନୀଲ ଦେଶମୁଖ ସୂଚନା ଦେଇଛନ୍ତି। ତେବେ ବିହାର ଏବଂ ପଶ୍ଚିମବଙ୍ଗ ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଚଳ ପାଇଁ ଆବଶ୍ୟକ କ୍ଲିୟରାନ୍ସ୍‌ ଜାରି କରାଯାଇ ନ ଥିବାରୁ ସମସ୍ୟା ସୃଷ୍ଟି ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri