ମହାରାଷ୍ଟ୍ରରେ କମିଲା କରୋନା ଟେଷ୍ଟର ଦାମ

ମୁମ୍ବାଇ,୧୩।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ଅତିକ୍ରମ କରିଥିବା ବେଳେ ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ତେବେ ମହାରାଷ୍ଟ୍ରରେ କରୋନା ଟେଷ୍ଟର ଦାମ୍‌ କମ୍‌ ହୋଇଯାଇଛି। ଏବେ କରୋନା ଟେଷ୍ଟ ପାଇଁ ଜଣକୁ ୨,୨୦୦ଟଙ୍କା ଦେବାକୁ ପଡିବ। ପୂର୍ବରୁ ଏଥିପାଇଁ ୪,୪୦୦ଟଙ୍କା ଦେବାକୁ ପଡୁଥିଲା। ଯଦି ଘରୁ ନମୁନା ସଂଗ୍ରହ କରାଯାଉଛି ତେବେ ଜଣେ ବ୍ୟକ୍ତିଙ୍କୁ ଅତି ବେଶିରେ ୨,୮୦୦ ଟଙ୍କା ଦେବାକୁ ପଡିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri