Posted inଜାତୀୟ

ମହାରାଷ୍ଟ୍ରରେ ପ୍ରବଳ ବନ୍ୟା: ୨୭ ମୃତ, ୨ ଲକ୍ଷ ଲୋକ ବିସ୍ଥାପିତ

ପୁଣେ, ୯।୮: ମହାରାଷ୍ଟ୍ରରେ ପ୍ରବଳ ବନ୍ୟା ପରିସ୍ଥିତି ଦେଖାଦେଇଛି। ଏପର୍ଯ୍ୟନ୍ତ ବନ୍ୟାରେ ୨୭ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାିଛି। କୋହ୍ଲାପୁର, ସାଙ୍ଗଲୀ, ସତାରା ଏବଂ ପୁଣେ ଆଦି ଜିଲା ବନ୍ୟା ଯୋଗୁ ପ୍ରଭାବିତ ହୋଇଛି। ବର୍ଷା ଲଗାତର ହେଉଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି। ନୌସେନାର ଦୁଇଟି ଦଳ ବନ୍ୟା ପ୍ରଭାବିତ ଅଞ୍ଚଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତଦାରଖ କରିଛନ୍ତି। ଆହୁରି ଦୁଇଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri