Posted inଜାତୀୟ

ମହାରାଷ୍ଟ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ ପରେ ମେଣ୍ଟରେ ବିଦ୍ରୋହ: ଏନ୍‌ସିପି ବିଧାୟକ ପ୍ରକାଶ ସୋଲାଙ୍କିଙ୍କ ଇସ୍ତଫା ଘୋଷଣା

ମୁମ୍ବାଇ, ୩୧।୧୨: ମହାରାଷ୍ଟ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ ପରେ ମେଣ୍ଟରେ ବିଦ୍ରୋହ ଦେଖାଦେଇଛି। ଏନ୍‌ସିପି ବିଧାୟକ ପ୍ରକାଶ ସୋଲାଙ୍କି ଇସ୍ତଫା ଦେବା ସମ୍ପର୍କରେ ଘୋଷଣା କରିଛନ୍ତି। ସେ ଆଉ ରାଜନୀତି ପାଇଁ ଯୋଗ୍ୟ ନ ଥିବା କହି ସନ୍ୟାସ ନେବା ଲାଗି ମନ ବଳାଇଛନ୍ତି। ସେ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ବର୍ତ୍ତମାନର ରାଜନୈତିକ ସ୍ଥିତି ତାଙ୍କ ଲାଗି ଉପଯୋଗୀ ନ ଥିବାରୁ ସେ ଏଭଳି ନିଷ୍ପତ୍ତି ନେବାକୁ ଚାହୁଥିବା କହିଛନ୍ତି। ତେବେ କ୍ୟାବିନେଟ୍‌ ସମ୍ପ୍ରସାରଣ ସହିତ ତାଙ୍କ ଇସ୍ତଫାର କୌଣସି ସମ୍ପର୍କ ନ ଥିବା ସେ ସୂଚନା ଦେଇଛନ୍ତି। ପ୍ରକାଶଙ୍କ ଏଭଳି ମନ୍ତବ୍ୟ ଠିକ୍‌ କ୍ୟାବିନେଟ ସମ୍ପ୍ରସାରଣ ପରେ ଆସିଥିବାରୁ ଏହାକୁ ନେଇ ମହାରାଷ୍ଟ୍ର ରାଜନୀତି ପୁଣି ଚଳଚଞ୍ଚଳ ହୋଇ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

କେନ୍ଦ୍ରୀୟ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଉପହାର: DA ବୃଦ୍ଧିକୁ ମଞ୍ଜୁରୀ ଦେଲେ ସରକାର, ଏଣିକି ଏତେ ବଢିବ ଦରମା

ନୂଆଦିଲ୍ଲୀ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିଛି। ସରକାର ମହଙ୍ଗା…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri