ମହାରାଷ୍ଟ୍ର ବିଧାନସଭା ନିର୍ବାଚନ: ଗରିବ ପ୍ରାର୍ଥୀଙ୍କ ପାଖରେ ଶୂନ ଟଙ୍କା; ଧନୀ ପ୍ରାର୍ଥୀଙ୍କ ସମ୍ପତ୍ତି ପରିମାଣ ୫ ଶହ କୋଟି

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଅକ୍ଟୋବର ୨୧ରେ ହେବ। ୨୮୮ ଆସନ ପାଇଁ ନିର୍ବାଚନ ମଇଦାନରେ ୩ ହଜାର ୨ଶହ ୩୭ ପ୍ରାର୍ଥୀ ରହିଛନ୍ତି। ନିର୍ବାଚନ ଲଢୁଥିବା ସବୁଠାରୁ ଗରିବ ପ୍ରାର୍ଥୀଙ୍କ ନାମ ହେଉଛି ଭେଙ୍କଟେଶ୍ୱର ମହାସ୍ବାମୀ। ତାଙ୍କ ପାଖରେ କୌଣସି ସମ୍ପତ୍ତି ନାହିଁ। ନଗଦ ଆକାରରେ ତାଙ୍କ ପାଖରେ ଶୂନ ଟଙ୍କା ରହିଛି ବୋଲି ସେ ସତ୍ୟପାଠରେ ଦର୍ଶାଇଛନ୍ତି। ସେ ହିନ୍ଦୁସ୍ତାନ ଜନତା ପାର୍ଟିର ସଦସ୍ୟ। ଅପରପକ୍ଷରେ ନିର୍ଦ୍ଦଳୀୟ ପ୍ରାର୍ଥୀ ମିନାତୈ ଯାଦବ ଖିଳାରେ ଏବଂ ଆକାଶ ପ୍ରକାଶ ପାଟିଲଙ୍କ ପାଖରେ ଯଥାକ୍ରମେ ୪ ଶହ ଏବଂ ୫ ଶହ ଟଙ୍କା ରହିଛି। ସେହିପରି ନିର୍ବାଚନ ଲଢୁଥିବା ସବୁଠାରୁ ଧନୀ ପ୍ରାର୍ଥୀ ହେଉଛନ୍ତି ଭାଜପାର ପରାଗ ଶାହ। ତାଙ୍କ ସମ୍ପତ୍ତି ପରିମାଣ ୫ ଶହ କୋଟି ରହିଛି। ସେହିପରି ଦ୍ୱିତୀୟ ଧନୀ ପ୍ରାର୍ଥୀ ହେଉଛନ୍ତି ଭାଜପା ପ୍ରାର୍ଥୀ ମଙ୍ଗଳ ପ୍ରଭାତ ତାଙ୍କ ପାଖରେ ୪ ଶହ ୪୧ କୋଟି ଟଙ୍କାର ସମ୍ପତ୍ତି ରହିଛି। ତୃତୀୟ ଧନୀ ପ୍ରାର୍ଥୀ ଭାବେ କଂଗ୍ରେସର ସଞ୍ଜୟ ଜଗତାପ ନିର୍ବାଚନ ଲଢୁଛନ୍ତି। ତାଙ୍କର ସମ୍ପତ୍ତି ପରିମାଣ ୨ ଶହ ୪୫ କୋଟି ଟଙ୍କା ଥିବା ସତ୍ୟପାଠରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri