Posted inଜାତୀୟ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲେ କୃଷକ

ପୁଣେ,୧।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା ଏବଂ ଶିବସେନା ମଧ୍ୟରେ ଛକାପଞ୍ଝା ଲାଗିଛି। ଏସବୁ ଭିତରେ ବିଡ ଜିଲାର ଜଣେ ଚାଷୀ ମୁଖ୍ୟମନ୍ତ୍ରୀ ପଦ ପାଇଁ ଇଛା ପ୍ରକାଶ କରିଛନ୍ତି। ତାଙ୍କ ନାମ ଶ୍ରୀକାନ୍ତ। ଏ ନେଇ ସେ ମହାରାଷ୍ଚ୍ର ରାଜ୍ୟପାଳଙ୍କୁ ସେ ଚିଠି ଲେଖିଛନ୍ତି। ଯେତେଦିନ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ କୌଣସି ନିଷ୍ପତ୍ତି ନିଆଯାଇନାହିଁ, ସେପର୍ଯ୍ୟନ୍ତ ମୋତେ ମୁଖ୍ୟମନ୍ତ୍ରୀ କରାଯାଉ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି। ରାଜ୍ୟରେ ଚାଷୀ ଆତ୍ମହତ୍ୟା କରୁଥିବାବେଳେ ସରକାର ଗଢିବା ପାଇଁ ଟଣାଓଟରା ହେବା ହାସ୍ୟାସ୍ପଦ ବୋଲି ଶ୍ରୀକାନ୍ତ କହିଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଅକ୍ଚୋବର ୨୪ରୁ ବିଧାନସଭା ନିର୍ବାଚନ ଫଳାଫଳ ବାହାରିସାରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ନିଷ୍ପତ୍ତି ନିଆଯାଇପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri