Posted inଜାତୀୟ

ମହାରାଷ୍ଟ୍ର ରାଜନୀତିରେ ହଲଚଲ: ଶରଦ ପାଓ୍ବାରଙ୍କ ପାଖକୁ ଫେରି ପାରନ୍ତି ଅଜିତ ଗୋଷ୍ଠୀର ନେତା

ମୁମ୍ବାଇ,୬।୬: ଲୋକ ସଭା ନିର୍ବାଚନର ଫଳାଫଳ ଯେପରି ହୋଇଛି ତା’ ପରବର୍ତ୍ତୀ ରାଜନୈତିକ ମାହୋଲ ସେତିକି ସରଗରମ ହେବାରେ ଲାଗିଛି। ତେବେ ଏହାରି ଭିତରେ ମହାରାଷ୍ଟ୍ରରେ ରାଜନୈତିିକ ଅସ୍ଥିରତା ଦେଖାଦେଇଛି।

ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ଅଜିତ ପାଓ୍ବାରଙ୍କ ଗୋଷ୍ଠୀର ୧୮ଜଣ ବିଧାୟକ ଶରଦ ପାୱାରଙ୍କ ଗୋଷ୍ଠୀ ସହ ଯୋଗାଯୋଗରେ ଅଛନ୍ତି। ଏହି ୧୮ଜଣ ବିଧାୟକ ଶରଦ ଗୋଷ୍ଠୀକୁ ଫେରିବାକୁ ଚାହୁଁଛନ୍ତି। ସେପଟେ ଅଜିତ ପାୱାର ତାଙ୍କ ବାସଭବନରେ ବିଧାୟକଙ୍କ ଏକ ବୈଠକ ଡାକିଛନ୍ତି। କହିରଖୁଛୁ କି, ଅଜିତ ଗୋଷ୍ଠୀରେ ୪୦ଜଣ ବିଧାୟକ ଅଛନ୍ତି। ଏବେ ସେମାନଙ୍କ ମଧ୍ୟରୁ ୧୮ଜଣ ଶରଦ ପାଓ୍ବାରଙ୍କ ପାଖକୁ ଫେରିବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଇରାନ ବିରୁଦ୍ଧରେ ଏକଜୁଟ୍‌ ହେଲେ ୨୨ଟି ଦେଶ, କହିଲେ ତୁରନ୍ତ ଧମକ ବନ୍ଦ କର, ନଚେତ୍‌…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀର ସଙ୍କଟ ବିଶ୍ୱ ଅର୍ଥନୀତି ପାଇଁ ଏକ ଲାଲ ପତାକା ପାଲଟିଛି। ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ୟୁଏଇ, ବାହାରିନ, ଜାପାନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri