ମହାରାଷ୍ଟ୍ର ଶ୍ରମିକଙ୍କୁ ସହଯୋଗ

ହାଟଡିହୀ,୫।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ସ୍କୁଲ ନିକଟରେ ଥିବା ମହାରାଷ୍ଟ୍ର ରାଜ୍ୟ ସୋଲାପୁରର ୧୫ଜଣ ଶ୍ରମିକଙ୍କୁ ଫ୍ରେଣ୍ଡ ଫର ଫାଉଣ୍ଡେସନର ସଦସ୍ୟମାନେ ସହଯୋଗର ହାତ ବଢ଼େଇଛନ୍ତି। ଶ୍ରମିକଙ୍କ ନିକଟରେ ପହଞ୍ଚିି ଚାଉଳ,ଆଳୁ, ପିଆଜ, ଡାଲି, ତେଲ, ମୁଢ଼ି, ଚୁଡ଼ା ଆଦି ପନିପରିବା ପ୍ରଦାନ କରିଛନ୍ତି। ପ୍ରିତୀରଞ୍ଜନ ବେହେରା, ଦେବାଶିଷ ଖଣ୍ଡେଇ, ତ୍ରିନାଥ ବେହେରା, କିଶୋର ଚନ୍ଦ୍ର କୁଅଁର, ଆକାଶ କୁମାର ମୁଖୀ, ଦିବ୍ୟରଞ୍ଜନ ଜେନା, ଦୀପକ କୁମାର ମୁଖୀ,ବିପିନ ବିହାରୀ କୁଅଁର ପ୍ରମୁଖ ପରିବାରର ସଦସ୍ୟ ଶ୍ରମିକଙ୍କୁ ଭେଟି ସହାୟତା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri