ମହାଶିବରାତ୍ରିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, ୨୧।୨(ବ୍ୟୁରୋ): ପବିତ୍ର ମହାଶିବରାତ୍ରି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟର ପୃଷ୍ଠାରେ ପ୍ରଭୁ ଲିଙ୍ଗରାଜ ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିରର କିଛି ଫଟୋକୁ ଶେୟାର କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରର ଏହି ଶୋଭାବର୍ଦ୍ଧନକାରୀ ଦୃଶ୍ୟ ବେଶ ମନୋରମ। ପବିତ୍ର ମହାଶିବରାତ୍ରିରେ ଏକ ଭବ୍ୟ ତଥା ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଏହି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମହାଶିବରାତ୍ରି ଉପଲକ୍ଷେ ରାଜ୍ୟର ବିଭିନ୍ନ ଶୈବପୀଠରେ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି। ଭୋର୍‌ରୁ ମଧ୍ୟାହ୍ନ ହୋଇଥିଲେ ସୁଦ୍ଧା ଶ୍ରଦ୍ଧାଳୁମାନେ ଧାଡ଼ି କରି ଶିବଙ୍କ ଦର୍ଶନ କରିବାକୁ ଅପେକ୍ଷା କରି ରହିଛନ୍ତି। ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ବିଭିନ୍ନ ପରିଚାଳନା କମିଟି ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri