Posted inଜାତୀୟ

ମହା ନବମୀରେ କନ୍ୟା ପୂଜା କଲେ ମୁଖ୍ୟମନ୍ତ୍ରୀ

ଗୋରଖପୁର,୭।୧୦: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପବିତ୍ର ମହା ନବମୀରେ କନ୍ୟାମାନଙ୍କୁ ପୂଜା କରିଥିବା ଦେଖିବାକୁ ମିଳିଛି। ସୋମବାର ଶାରଦୀୟ ଦୁର୍ଗା ପୂଜାର ନବମୀ ଥିବା ବେଳେ ଏହି ଅବସରରେ ଆଦିତ୍ୟନାଥ ଗୋରଖପୁର ମନ୍ଦିରରେ ଛୋଟ ଛୋଟ କନ୍ୟା ସନ୍ତାନଙ୍କୁ ପୂଜା କରୁଥିବା ଦେଖିବାକୁ ମିଳିଛି। ପରମ୍ପରା ଅନୁଯାୟୀ, ପ୍ରତିବର୍ଷ ନବମୀ ତିଥିରେ ଏହି ଉତ୍ସବ ପାଳନ କରାଯାଉଥିବା ସ୍ଥାନୀୟ ଲୋକେ ମତ ଦିଅନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

ୟୁ-ଟର୍ନ ନେଲା ଆନ୍ଦୋଳନ: ସରକାରଙ୍କ ଆଗରେ ପୁଣି ବଡ଼ ସର୍ତ୍ତ ରଖିଲା CJP, ବଢିଲା କେନ୍ଦ୍ର ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରବକ୍ତା ସୌରଭ ଦାସ ସରକାରଙ୍କ ସହ ଆଲୋଚନାକୁ ନେଇ କହିଛନ୍ତି ଯେ, ପୂର୍ବରୁ ସରକାର ମିଛ କହିଥିଲେ ଯେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri