ମହିଳାଙ୍କୁ ଅସଦାଚରଣ ଅଭିଯୋଗ : ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୦ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଧମକ ଓ ଅସଦାଚରଣ କରିବା ଅଭିଯୋଗରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ରବିବାର ପୋଲିସ ଗିରଫ କରିଛି। ସେ ହେଲେ ରାମ ପାତ୍ର। ମହିଳା ଜଣକ ଘର ବାରଣ୍ଡାରେ ବସିଥିବା ବେଳେ ଶୁକ୍ରବାର ରାତିରେ ତାଙ୍କ ଘର ନିକଟରେ ରହୁଥିବା ରାମ ନିଶାସକ୍ତ ଅବସ୍ଥାରେ ତାଙ୍କୁ ଗାଳିଗୁଲଜ କରିବା ସହ ଧମକ ଦେଇଥିଲେ। ପ୍ରତିବାଦ କରିବାରୁ ସେ ଅସଦାଚରଣ କରିଥିବା ସମ୍ପୃକ୍ତା ମହିଳା ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏ ନେଇ ପୋଲିସ ନଂ. ୨୨୯/୧୯, ଦଫା ୨୯୪/୩୨୩/୩୫୪/୫୦୬ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମୋକଦ୍ଦମା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri