ମହିଳାଙ୍କୁ ଆକ୍ରମଣ, ଅସଦାଚରଣ ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୩୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୬୫/୨୦) ରୁଜୁକରି ପୋଲିସ ତଦନ୍ତ ଚଳାଇଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ସୁରେନ୍ଦ୍ର ପାତ୍ର ଗାଁରୁ ଫେରାର ହୋଇଯାଇଥିବା ଜଣାପଡିଛି।
ପ୍ରକାଶ ଯେ, ଗତ ରବିବାର ଅପରାହ୍ନରେ ମହିଳାଙ୍କ ସ୍ବାମୀ ଘରେ ନ ଥିବାର ସୁଯୋଗନେଇ ଅଭିଯୁକ୍ତ ସୁରେନ୍ଦ୍ର ତାଙ୍କ ଘରକୁ ଯାଇଥିଲେ। ମହିଳାଙ୍କୁ ଅସଦାଚରଣ କରିବାସହ ଏକ କାଠ ଫାଳିଆରେ ତାଙ୍କୁ ଆକ୍ରମଣ କରିଥିବା ଏତଲାରେ ଉଲ୍ଲେଖଥିବା ଆଇଆଇସି ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri