ମହିଳାଙ୍କୁ ଗଣ ବଳାତ୍କାର ଅଭିଯୋଗ: ସ୍ବାମୀ ଛାଡି ଚାଲିଯିବାପରେ ଥାନାର ଦ୍ୱାରସ୍ଥ ହେଲେ ମହିଳା

ରାଉରକେଲା ଅଫିସ, ୧୧।୭: ଝିରିପାଣି ଥାନା ଅଞ୍ଚଳର ଜନୈକା ମହିଳାଙ୍କୁ ଗଣ ବଳାତ୍କାର କରାଯାଇଥିବା ଗୁରୁବାର ଅଭିଯୋଗ ହୋଇଛି। ଗତ ୭ ତାରିଖରେ ଏଭଳି ଘଟଣା ଘଟିଥିଲେ ମଧ୍ୟ ଲୋକ ଲଜ୍ଜା ଭୟରେ ମହିଳା ମୁହଁ ଖୋଲି ନ ଥିଲେ। ତେବେ ଏହି ଘଟଣା ପରେ ସ୍ବାମୀ ତାଙ୍କୁ ଛାଡି ଚାଲିଯିବାରୁ ସେ ବାଧ୍ୟ ହୋଇ ଥାନାର ଦ୍ୱାରସ୍ଥ ହୋଇଥିବା ଜଣାପଡ଼ିଛିି । ଖବର ପାଇ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?