ଅନୁଗୋଳ ଅଫିସ,୯।୬- ଅନୁଗୋଳ ସହରରୁ ଜଣେ ମହିଳାଙ୍କୁ ଝାନ୍ସୀରେ ବିକ୍ରି କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଘଟଣାକୁ ୬ ମାସ ପୂରିଥିଲେ ବି ପୋଲିସ ତାଙ୍କୁ ଉଦ୍ଧାର କରିବାରେ ଅସମର୍ଥ ହୋଇଥିବା ଅଭିଯୋଗ କରି ଶନିବାର ସମ୍ପୃକ୍ତା ମହିଳାଙ୍କ ପରିବାର ଏସ୍ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମହିଳାଙ୍କୁ ସୁରକ୍ଷିତ ଉଦ୍ଧାର କରିବାକୁ ସମସ୍ତ ଉଦ୍ୟମ କରାଯିବ ବୋଲି ଏସ୍ପି ପ୍ରତିଶ୍ରୁତି ଦେଇଥିବା ଜଣାଯାଇଛି।
ଘଟଣାରୁ ପ୍ରକାଶ, ଜରପଡା ଥାନା ଅଞ୍ଚଳର ସମ୍ପୃକ୍ତା ମହିଳା ଅନୁଗୋଳ ସହରରେ ପୁଅଙ୍କ ସହ ରହୁଥିଲେ। ସ୍ବାମୀଙ୍କ ମୃତ୍ୟୁ ପରେ ସେ ଇକୋ ପାର୍କ ନିକଟସ୍ଥ ଶିକ୍ଷକପଡ଼ାରେ ରହୁଥିବା ଜଣେ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ। ମଧ୍ୟପ୍ରଦେଶର ଏକ ଧନୀ ପରିବାରରେ ତାଙ୍କର ବିବାହ କରାଇଦେବାକୁ ସମ୍ପୃକ୍ତ ବ୍ୟକ୍ତି ମହିଳାଙ୍କୁ କହିଥିଲେ। ଏଥିରେ ରାଜି ହେବାରୁ ଅଭିଯୁକ୍ତ ଜଣକ ମହିଳାଙ୍କୁ ଆଲିଗଡରୁ ଆସିଥିବା କେତେଜଣ ଦଲାଲଙ୍କ ସହ ପଠାଇଦେଇଥିଲେ। ଆଲିଗଡରୁ ତାଙ୍କୁ ଝାନ୍ସୀ ଚାଲାଣ କରାଯାଇଥିଲା। କିଛି ଦିନ ପରେ ମହିଳା ଜଣକ କୌଶଳ କ୍ରମେ ପରିବାର ଲୋକଙ୍କୁ ଫୋନ୍ ଯୋଗେ ଏ ବାବଦରେ ଜଣାଇଥିଲେ ବୋଲି ଥାନାରେ ଅଭିଯୋଗ ହୋଇଛି।
ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ
ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…
ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା
ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…
ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ
ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…
ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ
ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…
କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା
ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…
ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା
ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…
ମୋ ପ୍ରେମିକାଙ୍କୁ ଡାକ, ନଚେତ୍ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ
ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍ ଉପରୁ ଜଣେ ନାବାଳକ…
ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍ର କୌଶଳ…
ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…
Archives

