Posted inଅପରାଧ

ମହିଳାଙ୍କୁ ଟାଙ୍ଗିଆରେ ଆକ୍ରମଣ, ଠାକୁରଗଡ଼ ଥାନାରେ ମାମଲା ରୁଜୁ

ବଇଣ୍ଡା,୧୧।୬(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ତାବଡ଼ା ଗ୍ରାମର ମହିଳା ଫୁଲ ବେହେରାଙ୍କୁ ସେହିଗ୍ରାମର ଜମ୍ବେଶ୍ୱର ନାୟକ, ଯତୀନ ନାୟକ ଓ ଚାନ୍ଦି ନାୟକ ଟାଙ୍ଗିଆରେ ଆକ୍ରମଣ କରିଥିବା ମଙ୍ଗଳବାର ଠାକୁରଗଡ଼ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ନଂ. ୫୦/୧୯ରେ ଏକ ମାମଲା ରୁଜୁ କରିଛି।

ପୋଲିସ କହିଛି, ଫୁଲଙ୍କର ଏକ ବେସରକାରୀ ଜମିରେ ଚାନ୍ଦିଙ୍କ ପରିବାର ଲୋକ ଜୋରଜବରଦସ୍ତ ଏକ ଘର ନିର୍ମାଣ କରିଥିଲେ। ଏହାକୁ ନେଇ ଫୁଲ ପ୍ରତିବାଦ କରିଥିଲେ। ହେଲେ ଏଥିରେ ଚାନ୍ଦି ଉତ୍‌କ୍ଷିପ୍ତ ହୋଇ ଗଣ୍ଡଗୋଳ କରିଥିଲେ। ପରେ ଜମ୍ବେଶ୍ୱର ଓ ଯତୀନ ଏକ ଟାଙ୍ଗିଆରେ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?